"ବ୍ୟାଡ଼ମିଣ୍ଟନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ଟି +ଟି )
ଟିକେ Regular Character Changes
୧୬ କ ଧାଡ଼ି:
'''{{PAGENAME}}''' ଏକ [[ରେକେଟ]] ଖେଳ । ଏହି ଖେଳକୁ ଏକ ଜାଲି ଉପରେ ରେକେଟ ଦ୍ବାରା [[ପରଯୁକ୍ତ କକ୍]]‌କୁ ମାରି ଖେଳାଯାଏ । ଏହି ଖେଳର ନିୟମ ହେଉଛି ସିଙ୍ଗଲସ୍ (ଗୋଟିଏ ଦଳ ପ୍ରତି ଗୋଟିଏ ଖେଳାଳୀ) ଓ ଡବଲସ୍ (ଗୋଟିଏ ଦଳ ପ୍ରତି ଦୁଇଟି ଖେଳାଳୀ) । ଏହି ଖେଳ ସାଧାରଣତଃ ଘର ବାହାରେ ଖେଳାଯାଏ । ନିୟମ ଅନୁଯାୟୀ ଏହି ଖେଳ ଏକ ୟାର୍ଡ଼ ଆୟତାକର କ୍ଷେତ୍ରରେ ଖେଳାଯାଏ । ପରଯୁକ୍ତ କକ୍‌କୁ ରେକେଟରେ ମାରି ବିପରୀତ ଦଳ ପଟେ ଜମିରେ ଏବଂ ନିର୍ଦ୍ଧାରିତ ସୀମା ରେଖା ମଧ୍ୟରେ ପକାଇ ପାରିଲେ ଏକ ପଏଣ୍ଟ ହିସାବ କରାଯାଏ ।
 
ପ୍ରତ୍ୟେକ ଦଳ ଜାଲି ଉପରେ ବିପରୀତ ଦଳକୁ କକ୍ ପଠେଇବା ପୂର୍ବରୁ କେବଳ ଥରେ ମାତ୍ର ରେକେଟରେ ତାକୁ ମାରି ପାରିବେ । ଯେତେବେଳେ କକ୍ଟି ଭୁଇଁରେ ପଡ଼େ ନିର୍ଣ୍ଣେତା ,ସର୍ଭିସ୍ ବିଚାରକଙ୍କ ଦ୍ଵାରାବିଚାରକଙ୍କଦ୍ଵାରା ଭୁଲ୍ ନିଷ୍ପତି ଶୁଣାଯାଏ କିମ୍ବା ବିପରୀତ ଦଳ ଅନୁପସ୍ଥିତ ଥା'ନ୍ତି, ସେତେବେଳେ ଖେଳକୁ ସ୍ଥଗିତ ରଖାଯାଏ ।
 
ଏହି ଖେଳରେ ବ୍ୟବହୃତ କକ୍‌ଟି ପରଯୁକ୍ତ ଅଟେ ଏବଂ ଏହା ଏକ ଦୂରଭେଦୀ [[ପ୍ଲାଷ୍ଟିକ]] ଅଟେ । ପ୍ରକୃତରେ କକ୍ର ଏହି ପର ବହୁ ଉଚ୍ଚକୁ ଟାଣି ହେବାରେ କକ୍କୁ ସାହାଯ୍ୟ କରେ ଏବଂ ଶୀଘ୍ର ଗତି ହ୍ରାସ କରିବାରେ ମଧ୍ୟ ସାହାଯ୍ୟ କରିଥାଏ । ଅନ୍ୟ ରେକେଟ ଖେଳରେ ବ୍ୟବହୃତ ଵଲ୍ ତୁଳନାରେ ଏହି କକ୍ର ଗତି ବହୁ ତୀବ୍ର ଅଟେ । ଏହି ଖେଳକୁ ବ୍ରିଟିଶ ଭାରତରେ ପୂର୍ବରୁ ଖେଳା ଯାଉଥିବା battledore and shuttlecock ଖେଳରୁ ଉନ୍ନତ କରାଯାଇଛି ।