"ମାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ଟି +ଟି )
ଟିକେ Regular Character Changes
୮୧ କ ଧାଡ଼ି:
 
== ମଳମାସ ==
ସୌରମାନ ବର୍ଷ (୧୨ଟି ସୌରମାସର ପରିମାଣ) ୩୬୫ ଦିନ ୬ ଘଣ୍ଟା, ଚାନ୍ଦ୍ରମାନ ବର୍ଷ (୧୨ଟି ଚାନ୍ଦ୍ରମାସର ପରିମାଣ) ପ୍ରାୟ ପରିମାଣ ୩୫୪ ଦିନ । ଏଣୁ ସୌରମାନ ବର୍ଷ ଅପେକ୍ଷା ଚାନ୍ଦ୍ରମାନ ବର୍ଷ ୧୧ ଦିନ ୬ ଘଣ୍ଟା କମ୍‌ । ସୌରମାନ ବର୍ଷ ସଙ୍ଗେ ଚାନ୍ଦ୍ରମାନ ବର୍ଷର ମେଳ ରଖି ଏହି ଅଳ୍ପତାକୁ ପୂରଣ କରିବାପାଇଁ ଚାନ୍ଦ୍ରମାନ ମାସ ଗଣନାରେ ଅଢ଼େଇ ବର୍ଷ ଅନ୍ତରରେ ଗୋଟିଏ ଅଧିକା ମାସ ଗଣାଯାଏ ଓ ସେହି ମାସଟି ଯେଉଁ ଚାନ୍ଦ୍ରମାନ ମାସ ମଧ୍ୟରେ ପଡ଼େ ସେହି ଚାନ୍ଦ୍ରମାନ ମାସର ନାମରେ ଡକାହୁଏ ଯଥା [[କାର୍ତ୍ତିକ]]ମଳ, [[ବୈଶାଖ]]ମଳ ଇତ୍ୟାଦି । ମଳମାସ [[ଫାଲ୍‌ଗୁନ]]ଠାରୁ [[ମାର୍ଗଶୀର]] ଏହି ୧୦ ମାସରେ ପଡ଼େ । [[ପୌଷ|ପୁଷ]]ମାସ କେବେହେଁ ମଳମାସ ହୁଏନାହିଁ ଓ [[ମାଘ]]ରେ କ୍ଵଚିତ୍‌ ମଳମାସ ପଡ଼େ । ସାଧାରଣ ମାସରେ ପ୍ରଥମେ କୃଷ୍ଣପକ୍ଷ ଓ ପରେ ଶୁକ୍ଳପକ୍ଷ ପଡ଼େ କିନ୍ତୁ ଚାନ୍ଦ୍ରମାନ ମଳ ମାସରେ ପ୍ରଥମେ ଶୁକ୍ଳପକ୍ଷ ଓ ପରେ କୃଷ୍ଣପକ୍ଷ ପଡ଼େ । ହିନ୍ଦୁ ଗଣନାରେ ମଳମାସର ବ୍ୟବହାର ଥିବାରୁ ପର୍ବ ଓ ଉତ୍ସବମାନ ଋତୁ ଅନୁସାରେ ପଡ଼େ; କିନ୍ତୁ [[ମୁସଲମାନ]]ମାନେ ଚାନ୍ଦ୍ରମାସ ଅନୁସାରେ ମାସ ଗଣୁଥିବାରୁ ଓ ସେମାନଙ୍କର ମଳମାସ ଦ୍ଵାରାମଳମାସଦ୍ଵାରା ଚାନ୍ଦ୍ର ଓ ସୌର ମାସର ସମତା ରକ୍ଷା କରାଯାଉ ନ ଥିବାରୁ ତାଙ୍କର ପର୍ବ ଓ ଉତ୍ସବମାନ (ଯଥା- ଈଦ, ମହରମ୍) ସବୁ ଋତୁରେ ପଡ଼ିଥାଏ ।
== ଆଧାର ==
{{ଆଧାର}}
"https://or.wikipedia.org/wiki/ମାସ"ରୁ ଅଣାଯାଇଅଛି