"ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ରୁ +ରୁ )
ଟିକେ Regular Character Changes
୩୮ କ ଧାଡ଼ି:
ସମାଜ ସେବା କ୍ଷେତ୍ରରେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କର ବଳିଷ୍ଠ ଅବଦାନ ରହିଆସିଛି । ସେ, [[ଭାରତ|ଭାରତକୁ]] ବିଭିନ୍ନ ଆନ୍ତର୍ଜାତିକ ସ୍ତରରେ ପ୍ରତିନିଧିତ୍ଵ କରିଆସିଛନ୍ତି । ମହିଳା ସଶକ୍ତିକରଣ କ୍ଷେତ୍ରରେ ସେ ଖୁବ ଆଗଭର ଥିଲେ ଓ ଏହି ବିଷୟକୁ ନେଇ 'ଦି ୱର୍ଲଡ ଅଫ ଜେଣ୍ଡର ଜଷ୍ଟିସ' ନାମକ ପୁସ୍ତକ ମଧ୍ୟ ରଚନା କରିଛନ୍ତି । ସେ ଶିଶୁ ଓ ଭିନ୍ନକ୍ଷମମାନଙ୍କ ଅଧିକାର ପାଇଁ ମଧ୍ୟ କାର୍ଯକରିଛନ୍ତି ।<ref>http://www.ouat.ac.in/Home/governer%20biodata.htm</ref>
 
ଆଇନ, ମହିଳା ସଶକ୍ତିକରଣ, ଜନସଂଖ୍ୟା ନିୟନ୍ତ୍ରଣ ଇତ୍ୟାଦି ବିଷୟରେ ତାଙ୍କ ଦ୍ଵାରାତାଙ୍କଦ୍ଵାରା ଲିଖିତ ସମ୍ପାଦକୀୟ ରଚନା ବିଭିନ୍ନ ସମ୍ବାଦପତ୍ରରେ ପ୍ରକାଶିତ ହୋଇସାରିଛି ।<ref>http://www.indianetzone.com/8/murlidhar_chandrakant_bhandare.htm</ref>
 
== ଗାଲେରୀ ==