"ଶବ୍ଦ (ପଦ)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ clean up, replaced: ବିଶିଷ୍ଠ → ବିଶିଷ୍ଟ using AWB
ଟିକେ Regular Character Changes
୧ କ ଧାଡ଼ି:
{{About|ବାକ୍ୟର ଅଙ୍ଗ||ଶବ୍ଦ}}
{{ଛୋଟ|Word}}
ଏକ ବା ଅଧିକ ବର୍ଣ୍ଣର ସଂଯୋଗରେ କଣ୍ଠ ଓ ତାଳୁ ଆଦି ଦ୍ଵାରାଆଦିଦ୍ଵାରା ଉତ୍ପନ୍ନ ସ୍ଵତନ୍ତ୍ର ବ୍ୟକ୍ତ ଓ ସାର୍ଥକ ଧ୍ଵନି, ଯାହା ଶୁଣିବା ବ୍ୟକ୍ତିର ମନରେ ବିଶିଷ୍ଟ ପଦାର୍ଥ ବା ବ୍ୟକ୍ତି ଆଦିର ବୋଧ କରାଏ, ତାହାକୁ ଶବ୍ଦ ବୋଲାଯାଏ ।<ref>[[ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ]], ପୃଷ୍ଠା: ୭୫୬୪</ref>
ଓଡ଼ିଆ ଭାଷାରେ ବ୍ୟବହୃତ ହେଉଥିବା ଶବ୍ଦାବଳୀ ପାଞ୍ଚ ଶ୍ରେଣୀରେ ବିଭକ୍ତ, ଯଥା: ତତ୍ସମ, ଅର୍ଦ୍ଧତତ୍ସମ, ତଦ୍ଭବ, ଦେଶଜ ଓ ବୈଦେଶିକ ।
 
"https://or.wikipedia.org/wiki/ଶବ୍ଦ_(ପଦ)"ରୁ ଅଣାଯାଇଅଛି