"ସମୁଦ୍ର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟିକେ Regular Character Changes
୩ କ ଧାଡ଼ି:
[[File:Singapore from above.jpg|thumb|upright=1.35|alt=Shipping in Singapore Harbour|Seas are essential for human development and trade, as at [[Singapore]], the world's busiest [[entrepôt]].]]
 
'''ସମୁଦ୍ର''' ହେଉଛି ଲୁଣିଆ ପାଣିର ସମନ୍ୱୟ, ଯାହାକି ସ୍ଥଳଭାଗ ଦ୍ୱାରାସ୍ଥଳଭାଗଦ୍ୱାରା ସମ୍ପୂର୍ଣ୍ଣ ଭାବେ କିମ୍ବା ଆଂଶିକ ଭାବେ ଆବଦ୍ଧ ହୋଇଥାଏ । ପୃଥିବୀର ପାଣିପାଗ, ଅଙ୍ଗାରକ ଚକ୍ର, ଯବକ୍ଷାରଯାନ ଓ ଜଳ ଚକ୍ରକୁ ସନ୍ତୁଳିତ ରଖିବାରେ ସମୁଦ୍ରର ଭୂମିକା ରାହିଅଛି । ପୃଥିବୀର ଏହି ସମୁଦ୍ରକୁ ପାଞ୍ଚଟି ମହାସାଗରରେ ବିଭକ୍ତ କରାଯାଇଛି । ସେଗୁଡିକ ହେଉଛି, ପ୍ରଶାନ୍ତ ମହାସାଗର, ଭାରତ ମହାସାଗର, ଆଟ୍‌ଲାଣ୍ଟିକ ମହାସାଗର, ଆରବ ମହାସାଗର, ଦକ୍ଷିଣ ମହାସାଗର । <ref>{{cite web|title=list of the 5 oceans|url=http://orma.com/ocean/what-are-the-5-oceans/|publisher=orma.com|accessdate=31 July 2016}}</ref>
 
ବର୍ତ୍ତମାନର ସମୟରେ, ପୃଥିବୀର ଉପର ଅଧା ଅଂଶ ପ୍ରାୟ ସମାନ ଭାବରେ ସ୍ଥଳ ଭାଗ ଏବଂ ଜଳ ଭାଗ ମଧ୍ୟରେ ବିଭକ୍ତ ହୋଇ ରହି ଅଛି (୨:୩ ଅନୁପାତ) । କିନ୍ତୁ ଦକ୍ଷିଣରେ ଥିବା ଅଧା ଅଂଶ ସମୁଦ୍ରରେ ପୂର୍ଣ୍ଣ ହୋଇରହିଅଛି ।
୧୪ କ ଧାଡ଼ି:
 
==ବସ୍ତୁତତ୍ତ୍ୱ==
ବର୍ତ୍ତମାନ ପର୍ଯନ୍ତ ଅବିଷ୍କାର ହୋଇଥିବା ଗ୍ରହମାନଙ୍କ ମଧ୍ୟରୁ, ପୃଥିବୀ ଏକମାତ୍ର ଗ୍ରହ ଯେଉଁଠାରେ ସମୁଦ୍ର ଥିବାର ସଙ୍କେତ ମିଳି ଅଛି । [[ପୃଥିବୀ]]ର ଏହି ସମୁଦ୍ର କେଉଁଠାରୁ ଅସିଛି ତାହା ଆଜି ପର୍ଯ୍ୟନ୍ତ ଏକ ବଡ ରହସ୍ୟ, କିନ୍ତୁ ମହାକାଶରୁ ପୃଥିବୀ ଏକ କାଚବାଟି ପାରି ଦେଖାଯାଏ । ପୃଥିବୀର ୧,୩୩୫,୦୦୦,୦୦୦ ଘନକିଲୋମିଟର ଅଧିକାର କାରିଥିବା ସମୁଦ୍ର, ପୃଥିବୀର ସମୁଦାୟ ଜଳର ୯୭ ପ୍ରତିଶତ ଅଟେ ଏବଂ ସମଗ୍ର [[ପୃଥିବୀ]]ର ୭୦ ପ୍ରତିଶତରୁ ଅଧିକ ଏହି ସମୁଦ୍ର ଦ୍ୱାରାସମୁଦ୍ରଦ୍ୱାରା ଘୋଡ଼ାଇ ହୋଇ ରହିଅଛି ।
 
===ସମୁଦ୍ର ଜଳ===
"https://or.wikipedia.org/wiki/ସମୁଦ୍ର"ରୁ ଅଣାଯାଇଅଛି