"ହରିଶଙ୍କର ମନ୍ଦିର" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
No edit summary |
ଟିକେ Regular Character Changes |
||
୪୨ କ ଧାଡ଼ି:
}}
[[ବଲାଙ୍ଗୀର ଜିଲ୍ଲା|ବଲାଙ୍ଗୀର ଜିଲ୍ଲାର]] ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ [[ବରଗଡ଼ ଜିଲ୍ଲା]]ର ପ୍ରସିଦ୍ଧ [[ନୃସିଂହନାଥ ମନ୍ଦିର]] ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର ।<ref>{{cite web |url= http://www.orissadiary.com/orissa_tourism/temple/Harishankar.asp |title=orissa tourism-Harishankar |first= |last=|work=orissadiary.com |quote=on its opposite is the temple of Nrusinghanath. |accessdate=9 January 2013}}</ref> ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ
==ଇତିହାସ==
|