"ଜଗନ୍ନାଥ ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
→‎ଜଗନ୍ନାଥ ଦାସ ଓ ମଠ: ଫିକ୍ସଡ଼ ବନାନ
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୬୪ କ ଧାଡ଼ି:
ଏହା ଛଡ଼ା ପୁରୀ କୁଣ୍ଢାଇବେଣ୍ଟସାହୀ ଓ ଦାଣ୍ଡିମାଳ ସାହୀରେ ଆହୁରି ୧୫/୧୬ଟି ମଠ ଅଛି ସେହି ସବୁ ମଠର ଅଧିକାରିଗଣ ବଡ଼ ଓଡ଼ିଆ ମଠର ନେତୃତ୍ଵ ସ୍ଵୀକାର କରି ଥାଆନ୍ତି । ଏହି ସବୁ ମଠର ଅଧିକାରୀମାନଙ୍କ ମୁଣ୍ଡରେ ବଡ଼ ଓଡ଼ିଆ ମଠର ଅଧିକାରୀ ମହୋଦୟ ଶାଢ଼ି ବାନ୍ଧିଲେ ସେମାନେ ନିଜ ନିଜ ମଠରେ ଅଧିକାରୀ ହୁଅନ୍ତି । ଏହି ବଡ଼ ଓଡ଼ିଆ ମଠର ମତାବଲମ୍ବୀ ଶିଷ୍ୟମାନେ ମୋଗଲବନ୍ଦି ଓ ଗଡ଼ଜାତମାନଙ୍କର ନାନାସ୍ଥାନରେ ପ୍ରାୟ ୨ହଜାର ପର୍ଯ୍ୟନ୍ତ ଅଛନ୍ତି । ବର୍ତ୍ତମାନ ଅଧିକାରୀ ବୃନ୍ଦାବନ ଦାସ ଗୋସ୍ଵାମୀ ଭାଷାକୋଷର ଜଣେ ପରମସ୍ନେହୀ ପୃଷ୍ଠପୋଷକ ଅଟନ୍ତି ।
 
୧୬୫୦୧୫୫୦ ଖ୍ରାଷ୍ଟାଦ୍ଦରେ ମାଘ ଶୁକ୍ଲପକ୍ଷ ସପ୍ତମୀ ଦିନ ଜଗନ୍ନାଥ ଦାସଙ୍କର ତିରୋଧାନ ହେଲା ।
 
== ରଚନାବଳୀ ==