"ବିଦ୍ୟୁତ୍,ଚୁମ୍ବକତ୍ବ," ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
ବଦଳ ସାରକଥା ଲୁଚାଇଦିଅନ୍ତୁ
ଟିକେ
ଟିକେ
୧୯୦୫ ମସିହାରେ ଆଇନ୍ ଷ୍ଟାଇନଙ୍କଦ୍ଵାରା ଲିଖିତ ଦ୍ଵିତୀୟ ନିବନ୍ଧରେ ସେ ପାରମ୍ପରିକ ବିଦ୍ୟୁତ୍-ଚୁମ୍ଵକତ୍ଵର ସତ୍ୟତା ଉପରେ ଅନେକ ପ୍ରଶ୍ନବାଚୀ ଉଠାଇଥିଲେ । ଆଇନ୍ ଷ୍ଟାଇନଙ୍କଦ୍ଵାରା ପ୍ରସ୍ତାବିତ ତତ୍ତ୍ଵରେ କୁହାଗଲା ଯେ ଆଲୋକ କେବଳ ଏକ ତରଙ୍ଗ ନୁହେଁ । ଏହାକୁ ଏକ କ୍ଷୁଦ୍ରକଣ ଭଳି ମଧ୍ୟ ଦେଖାଯାଇପାରେ । ଅର୍ଥାତ୍ ଆଲୋକରେ ସାଧାରଣ ପଦାର୍ଥ ପରି କେତେକ ଗୁଣ ରହିଛି । ଏହି କ୍ଷୁଦ୍ରକଣକୁ ପରବର୍ତ୍ତୀ ସମୟରେ ଫୋଟୋନ୍ କୁହାଗଲା । ଆଇନ୍ ଷ୍ଟାଇନଙ୍କ ଏହି ଆବିଷ୍କାର ପାଇଁ ତାଙ୍କୁ ନୋବେଲ୍ ପୁରସ୍କାରଦ୍ଵାରା ସମ୍ମାନିତ କରାଯାଇଥିଲା । ୧୯୦୦ ମସିହାରେ ମ୍ୟାକ୍ସ୍ ପ୍ଲାଙ୍କ୍ ଅତି-ବାଇଗଣି ରଶ୍ମୀର ପରୀକ୍ଷା କରି “ପ୍ରମାତ୍ର” (ଈଂରାଜୀରେ Quanta/Quantum) ଶବ୍ଦର ପ୍ରଚଳନ କଲେ । ତାପଯୁକ୍ତ ବସ୍ତୁରୁ ଭିନ୍ନ ଭିନ୍ନ କ୍ଷୁଦ୍ରାଂଶରେ ବିଦ୍ୟୁତ୍-ଚୁମ୍ଵକୀୟ ବିକୀରଣ ହୁଏ ବୋଲି ପ୍ଲାଙ୍କ୍ ପରୀକ୍ଷାଦ୍ଵାରା ଦର୍ଶାଇଲେ । ପାରମ୍ପରିକ ବିଜ୍ଞାନରେ କେବଳ ଏକ ପ୍ରକାରର ତରଙ୍ଗ ବୋଲି କୁହାଯାଉଥିବା ଆଲୋକର ଏକ ନୂଆ ରୂପ ସମ୍ପର୍କରେ ବିଶ୍ଵବାସୀ ଜାଣିପାରିଲେ ।  ଏହି ଦୁଇ ବୈଜ୍ଞାନିକଙ୍କ ତତ୍ତ୍ଵକୁ ଆଧାର କରି ୧୯୨୫ ମସିହାରେ ପ୍ରମାତ୍ର ଯାନ୍ତ୍ରିକୀ  (ଈଂରାଜୀରେ Quantum Mechanics) ଓ ପରବର୍ତ୍ତୀ ସମୟରେ ବିଦ୍ୟୁତ୍-ଚୁମ୍ଵକୀୟତାର ପ୍ରମାତ୍ର ତତ୍ତ୍ଵ (ଈଂରାଜୀରେ Quantum Theory of Electromagnetism) ଗଠିତ ହେଲା ।  
 
ପ୍ରମାତ୍ର ବିଦ୍ୟୁତଗତିବିଜ୍ଞାନ (Quantum Electrodynamics): ଆଧୁନିକ ବିଜ୍ଞାନରେ ପ୍ରମାତ୍ର ବିଦ୍ୟୁତଗତିବିଜ୍ଞାନ ମାକ୍ସୱେଲଙ୍କ ସମୀକରଣକୁ ଅତିକ୍ରମ କରି ଏକ ସଠିକ୍ ତଥ୍ୟ ପରିବେଷଣ କରିଥିବାରୁ ରିଚାର୍ଡ୍ ଫେମ୍ୟାନ୍ ଏହାକୁ “ଭୌତିକ ବିଜ୍ଞାନର ମଉଡମଣି” ବୋଲି କହିଛନ୍ତି । <ref name=feynbook>{{cite book |last=Feynman |first=Richard |authorlink=Richard Feynman |year=1985 |isbn=978-0-691-12575-6 |title=QED: The Strange Theory of Light and Matter |publisher=Princeton University Press}}</ref>
 
== ବିଦ୍ୟୁତ୍-ଚୁମ୍ବକୀୟ ମାତ୍ରକ ==
୨,୪୪୨

ଗୋଟି ସମ୍ପାଦନା