"ଚାର୍ଲସ ଡାରଉଇନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୩୨ କ ଧାଡ଼ି:
|spouse = ଏମ୍ମା ଡାରଉଇନ
}}
ଚାର୍ଲସ୍ ଡାରଉଇନ୍ ହେଉଛନ୍ତି ବିଶ୍ଵବିଖ୍ୟାତ ପ୍ରକୃତିବାଦୀ ଏବଂ ଭୂତତ୍ତ୍ଵବିଜ୍ଞାନୀ | “ବିବର୍ତ୍ତନବାଦ"ର ପୁରୋଧା ଭାବେ ସେ ଅଶେଷ ଖ୍ୟାତ | ସେ ପ୍ରଥମେ ପ୍ରମାଣିତ କରିଥିଲେ ଯେ ପୃଥିବୀର ପ୍ରତ୍ୟେକ ଶ୍ରେଣୀର ପ୍ରାଣୀର ପୁର୍ବଜ ହେଉଛନ୍ତି ଏକ ଅର୍ଥାତ ପ୍ରତ୍ୟେକ ପ୍ରାଣୀର ସୃଷ୍ଟି ଗୋଟିଏ ପ୍ରାଣୀରୁ ହୋଇଅଛି | ଯୁଗ୍ମ ଭାବେ ଡାରଉଇନ୍ ଏବଂ ଆଲଫ୍ରେଡ୍ ରସେଲ୍ ୱାଲେସ ଏକ ବୈଜ୍ଞାନିକ ମତପୋଷଣ କରିଥିଲେ ଯେଉଁଥିରେ ସେ ଦର୍ଶାଇ ଥିଲେ ଯେ ବିବର୍ତ୍ତନବାଦର ଶାଖା ପ୍ରଶାଖାର ନିମନ୍ତେ "[[:en:Natural selection|ପ୍ରାକୃତିକ ଚୟନ]](ନାଚୁରାଲ୍ ସିଲେକ୍ସନ୍ )" ଦାୟୀ |୧୮୫୯ ମସିହାରେ ସେ ଏକ ପୁସ୍ତକ ପ୍ରକାଶ କରିଥିଲେ ଯାହାର ନାମ ଥିଲା "[[:en:On the Origin of Species|ଅନ୍ ଦି ଅରିଜିନ୍ ଅଫ୍ ସ୍ପେସିଜ୍]] '| ଏହି ପୁସ୍ତକଟି ବୈଜ୍ଞାନିକ ସମୁଦାୟ ଏବଂ ସାଧାରଣ ଲୋକଂକଲୋକଙ୍କ ମଧ୍ୟରେ ଖୁବ୍ ଲୋକପ୍ରିୟ ହୋଇପାରିଥିଲା | ୧୮୭୦ ମସିହା ସୁଦ୍ଧା ବିବର୍ତ୍ତନବାଦକୁ ସମସ୍ତେ ଆପଣେଇପାରିଥିଲେ | ଡାରଉଇନ୍ କଂଡାରଉଇନଙ୍କ ବୈଜ୍ଞାନିକ ମତ ପ୍ରାଣୀ ବିଜ୍ଞାନକୁ ଏକ ନୂତନ ଦିଗନ୍ତ ପ୍ରଦାନ କରିଥିଲା | ଏହା ମଧ୍ୟ ଜୀବନର ବିବିଧତାକୁ ଅନେକ ପରିମାଣରେ ବୁଝାଇବାରେ ସକ୍ଷମ ହୋଇପାରିଥିଲା |
 
==ବାଲ୍ୟ ଜୀବନ ଏବଂ ଶିକ୍ଷା==
ଡାରଉଇନଙ୍କ ଜନ୍ମ ୧୨ ଫେବୃୟାରୀ ୧୮୦୯ ମସିହାରେ ଏକ ଧନୀ ପରିବାରେ ଶ୍ରୀଉବରୀ,ଶ୍ରୋଫଶାୟର୍,ଇଂଲଣ୍ଡରେ ହୋଇଥିଲା |ପିତା ରର୍ବଟ ଡାରଉଇନ୍ ଏବଂ ମାତା ସୁଶାନା ଡାରଉଇନ୍ ୬ ଜଣ ସନ୍ତାନସନ୍ତତି ମଧ୍ୟେ ସେ ପଂଚମ ସନ୍ତାନ ଥିଲେ |ଡାର୍ପିଉଇନ୍ କଂଡାର୍ପିଉଇନଙ୍କ ପିତା ଜଣେ ଚିକିସ୍ଚକ ଥିଲେ| ଛୋଟ ବେଳୁ ଚାର୍ଲ୍ସ୍ ଙ୍କ ପ୍ରାକୃତିକ ବିଜ୍ଞାନରେ ଥିଲା |୧୮୨୫ ମସିହାରେ ସେ ପିତାଙ୍କ ଅଧିନରେ ଡାକ୍ତରୀ ସେବା ଆରମ୍ଭ୍ କଲେ | କିନ୍ତୁ ଡାକ୍ତରୀ ପଢା ଠାରୁ ତାହାଙ୍କର ମନ ପ୍ରକୃତିରେ ଥିଲା ଯାହା ନିମନ୍ତେ ଡାକ୍ତରୀ ପଢାରେ ଅବହେଳା ହେଲା | ୟୁନିଭର୍ସିଟି ଅଫ୍ କାମ୍ବ୍ରିଜ୍( ଖ୍ରୀଷ୍ଟ୍ କଲେଜ୍ )ରେ ଅଧ୍ୟୟନ ତାହାଙ୍କୁ ପ୍ରାକୃତିକ ବିଜ୍ଞାନରେ ଅଧିକ ଉତ୍ସାହିତ କରିଥିଲା | ଏଚ୍ .ଏମ୍ .ଏସ୍ ବିଗଲ୍ରେ ୫ ବର୍ଷୀୟା ସାମୁଦ୍ରିକ ଯାତ୍ରା ତାହାଂକୁ ଜଣେ ସୁପରିଚିତ ଭୂବୈଜ୍ଞାନିକ ରୂପେ ଅଧିସ୍ଥାନ କରିବାରେ ସହାୟ ହୋଇଥିଲା |
ଜୀବଜନ୍ତୁ ଏବଂ ସେମାନଙ୍କର ଭଗ୍ନାବଶେଷର ଭୌଗଳିକ ବିବଣ୍ଟନରେ ଡାରଉଇନ୍ ବିଶେଷ ଭାବେ ଅନୁପ୍ରାଣିତ ହୋଇଥିଲେ ଏବଂ ସେ ବିଷୟରେ ଗବେଷଣା ଆରମ୍ଭ କରିଥିଲେ | ୧୮୩୮ ମସିହାରେ ସେ "ଥିଓରି ଅଫ୍ ନାଚୁରାଲ୍ ସିଲେକ୍ସନ୍"ର ଘୋଷଣା କରିଥିଲେ |