"ମୁଁ ଦିୱାନା ତୋ' ପାଇଁ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୨୭ କ ଧାଡ଼ି:
 
'''ମୁଁ ଦିୱାନା ତୋ' ପାଇଁ''', ୨୦୧୩ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଦେବେନ୍ଦ୍ରନାଥ ସାହୁ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହାଣୀ ଲେଖିଥିଲେ । ମନୋରଞ୍ଜନ ସାହାଣୀ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ମନୋରଞ୍ଜନ ପାଲ୍ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଅଗ୍ନୀରାଜ୍ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
 
ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲ ଆଦିତ୍ୟ ସିଂହ (ବୁଲୁ) । ମୀନ‌କେତନ, ମନିଷା ମିଶ୍ର, ଜ୍ୟୋତି ପାଣି, ଜ୍ୟୋତି ତ୍ରିପାଠୀ ଆଦି କଳାକାରମାନେ ଏହି କଥାଚିତ୍ରଟିରେ ଅଭିନୟ କରିଥିଲେ ।
 
==ଅଭିନୟ==