"ଯମେଶ୍ୱର ମନ୍ଦିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗ: 2017 source edit
୪୩ କ ଧାଡ଼ି:
 
== ବାସ୍ତୁକଳା ==
ମନ୍ଦିରର ମୁଖ୍ୟ ବିମାନ ରେଖା ଦେଉଳ କଳାରେ ତିଆରି, ଜଗ-ମୋହନ ପିଢା ଦେଉଳ କଳା ଓ ମନ୍ଦିର ବାହାରେ ଏକ ନୃତ୍ୟ ମଣ୍ଡପ ମଧ୍ୟ ଅଛି।<ref name="ignca">http://ignca.nic.in/welcome.html</ref> ମନ୍ଦିର  ଟି ପ୍ରାକୃତିକ ଦୁର୍ବିପାକ ଯୋଗୁ ମୂଳତଃ ଭଗ୍ନ ଅବସ୍ଥାରେ ଅଛି। ପାଖ ଦେବା ଦେବୀଙ୍କ ସ‌ହ ମନ୍ଦିର ଭିତରେ ପାଖା ପାଖି ୪-୫ ମନ୍ଦିର ଅଛି।<ref name="ignca">http://ignca.nic.in/welcome.html</ref> ଗର୍ଭଗୃହ ଭିତରେ ଏକ ବିଶାଳ ଆକାରର ଶିବଲିଙ୍ଗ ମଧ୍ୟ ଅଛି।ଅଛି।ଏହି ମନ୍ଦିର ଚତୁର୍ପାର୍ଶ୍ୱ ରେ ବହୁତ କଳାକୃତି ମଧ୍ୟ ରହିଛି ।ଏହାର ପ୍ରାକାର ଲାଟେରାଇଟ ଶିଳା ରେ ଗଠିତ।<ref name="ignca">http://ignca.nic.in/welcome.html</ref> ୧୩-୧୪ ଶତାବ୍ଦିରେ ଏହି ମନ୍ଦିରଟି [[ଗଙ୍ଗବଂଶ]]<nowiki/>ର ରାଜାଙ୍କ ଦ୍ୱାରା ନିର୍ମାଣ କରାଯାଇଥିଲା। <ref name="ignca">http://ignca.nic.in/welcome.html</ref>
 
== ପର୍ବ-ପର୍ବାଣୀ ==