"ହରିହର ମହାପାତ୍ର (ଅଭିନେତା)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (-ନିର୍ବାଚନମଣ୍ଡଳୀ +ନିର୍ବାଚନ ମଣ୍ଡଳୀ)
ଟିକେ Regular Character Changes
୨୯ କ ଧାଡ଼ି:
}}
 
ହରିହର ମହାପାତ୍ର, ଜଣେ ଜଣାଶୁଣା ଓଡ଼ିଆ ଅଭିନେତା ।<ref>http://www.newindianexpress.com/states/odisha/Film-fiesta-this-Raja/2013/05/24/article1603024.ece?service=print</ref> ବ୍ୟଙ୍ଗ ଅଭିନୟ ପାଇଁ ସେ ବିଶେଷ ଭାବରେ ପରିଚିତ । ଚଳଚିତ୍ରଚଳଚ୍ଚିତ୍ର ବ୍ୟତିତ ରଙ୍ଗମଞ୍ଚ ଓ ଦୂରଦର୍ଶନରେ ମଧ୍ୟ ସେ ଅଭିନୟ ଓ ନିର୍ଦ୍ଦେଶନା କରନ୍ତି ।
 
ହରିହର ମହାପାତ୍ର, ୧୯୭୫ ମସିହା ଡିସେମ୍ବର ମାସ ୨୩ ତାରିଖରେ ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀଠାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ଭଗବାନ ମହାପାତ୍ର ଓ ମାତାଙ୍କ ନାମ ପାର୍ବତୀ ମହାପାତ୍ର ଅଟେ । ପିଲାଦିନରୁ ତାଙ୍କର ନାଟକ ଓ ଅଭିନୟ ପ୍ରତି ଦୂର୍ବଳତା ରହିଥିଲା । ସେ, [[ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ]]ରେ, ଅଭିନୟ ବିଷୟରେ ଶିକ୍ଷାଗ୍ରହଣ କରିଛନ୍ତି । ୧୯୯୦ ମସିହାରୁ, ସେ ଅଭିନୟକୁ ନିଜର ପେଷାଭାବରେ ଗ୍ରହଣ କରିଛନ୍ତି ।<ref>ଧରିତ୍ରୀ ୨୫/୦୬/୨୦୧୪ରେ ପ୍ରକାଶିତ ଧରିତ୍ରୀ ଆଳାପ</ref>