"ପର୍ଶୁରାମ (ଓଡ଼ିଆ କଥାଚିତ୍ର)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୨୭ କ ଧାଡ଼ି:
 
'''ପର୍ଶୁରାମ''', ୨୦୧୨ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୀତାରମ ଅଗ୍ର‌ୱାଲ । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ସୁଶାନ୍ତ ମଣି ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ସମ୍ପାଦନା କରିଥିଲେ । ସୁଧାଂଶୁ ମୋହ‌ନ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
 
ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅରିନ୍ଦମ ରାୟ ଏବଂ ବର୍ଷା ପ୍ରିୟଦର୍ଶିନୀ ।
 
==ଅଭିନୟ==