"ରଙ୍ଗିଲା ଟୋକା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୩୩ କ ଧାଡ଼ି:
 
==ଗୀତ ଏବଂ ସଙ୍ଗୀତ==
ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅଭିଜିତ ମଜୁମଦାର । ନିଜାମ୍ ଏବଂ ନିର୍ମଳ ନାୟକ ଏହି କଥାଚିତ୍ରଟିର ଗୀତଗୁଡ଼ିକ ରଚନା କରିଥିଲେ । ପାମେଲା ଜୈନ, କବିତା କ୍ରୀଷ୍ଣମୂର୍ତ୍ତୀ, ଅଭିଜିତ ମଜୁମଦାର, ଉଦିତ ନାରାୟଣ, ବିନୋଦ ରାଠୋଡ଼, ବାବୁଲ ସୁପ୍ରିଓ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।
 
===ଗୀତ===