"ବ୍ରହ୍ମପୁର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୭୨ କ ଧାଡ଼ି:
== କଳା ଓ ଚଳଣି ==
ବ୍ରହ୍ମପୁର ବହୁ ପୁରୁଣା ଓ ଗୁରୁତ୍ଵପୂର୍ଣ୍ଣ ବିଶିଷ୍ଟ ସହର ଯାହାକି ଆନ୍ଧ୍ରପ୍ରଦେଶ ଓ କଟକର ମଝି ସ୍ଥାନରେ ଅବସ୍ଥିତ ।
ବହୁ ପୁରାତନ ଦକ୍ଷିଣ ଭାଗ ବିଶିଷ୍ଟ ଏହି ସହରଟି ଓଡ଼ିଆ ପରମ୍ପରା ବିଶିଷ୍ଟ ଓଡ଼ିଶାର ଖ୍ୟାତନାମା ସହର । ଦକ୍ଷିଣ ଓଡ଼ିଶାର ବ୍ରହ୍ମପୁର ସହର ବ୍ୟବସାୟର ପେଣ୍ଠସ୍ଥଳୀ । ଅନ୍ନପୂର୍ଣ୍ଣା ମାର୍କେଟ, ବଡ଼ ବଜାର, ସାନ ବଜାର, ଭାପୁର ବଜାର, ହନୁମାନ ବଜାର, ସାଇ କମ୍ପ୍ଲେକ୍ସ୍, ଗଣେଶ ଆଦିମାର୍କେଟ୍ ଏହିପ୍ରଭୃତି ସହରର ପ୍ରମୁଖ ବ୍ୟବସାୟ ସ୍ଥଳୀ ।
ଏଠାରେ ପାଟ ଶାଢ଼ୀ ତିଆରି କରାଯାଇଥାଏ । ପାଟ ଶାଢ଼ୀର ସୁନ୍ଦର ଓ କମନୀୟ ତଥା ଚାତୁରୀ କାରିଗରୀ ପାଇଁ ଏହି ସହର ଖୁବ୍ ପ୍ରସିଦ୍ଧ ତେଣୁ ଏହାର ଅନ୍ୟ ନାମ "ରେଶମ ସହର "।