"ସୁବ୍ରତ ସ୍ୱାଇଁ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୧୮ କ ଧାଡ଼ି:
 
'''ସୁବ୍ରତ ସ୍ୱାଇଁ''' ଜଣେ ଓଡ଼ିଆ କଥାଚିତ୍ରର ଗୀତିକାର । ସୁବ୍ରତଙ୍କୁ ୨୦ ବର୍ଷ ହେବା ଆଗରୁ ସେ ଗୀତ ଲେଖିବା ଆରମ୍ଭ କରିଥିଲେ । ୨୦୦୦ ମସିହାରେ ତାଙ୍କ ଲିଖିତ ଜଗନ୍ନାଥ ଭଜନ ‘ବାଉଁଶ ପତର ସରୁ ଲୋ ଝାଇଁ ଝୁମୁରୁ…’ ଗୀତଟି ଲୋକପ୍ରିୟ ହେବା ପରେ ସୁବ୍ରତ ଲୋକଲୋଚନକୁ ଆସିଥିଲେ । ସୁବ୍ରତଙ୍କ ଏହି ଗୀତରେ କଣ୍ଠଦାନ କରିଥିଲେ ହିନ୍ଦୀ କଥାଚିତ୍ର ଜଗତର ଜଣାଶୁଣା ଗାୟକ ମହମ୍ମଦ ଅଜିଜ୍‌ । ୨୦୦୮ ମସିହାରେ ସୁବ୍ରତ ଓଡ଼ିଆ କଥାଚିତ୍ର ଜଗତରେ ଚଳଚ୍ଚିତ୍ର ଗୀତ ଲେଖିବା ଆରମ୍ଭ କରିଥିଲେ । ଚିତ୍ତରଞ୍ଜନ ତ୍ରିପାଠୀଙ୍କ ନିର୍ଦ୍ଦେଶିତ ଓଡ଼ିଆ କଥାଚିତ୍ର [[ମୁଖ୍ୟମନ୍ତ୍ରୀ (ଓଡ଼ିଆ କଥାଚିତ୍ର)|ମୁଖ୍ୟମନ୍ତ୍ରୀ]]ରେ ଗୀତ ରଚନା କରିଥିଲେ ସୁବ୍ରତ । ଏହାପରେ ସେ ୨୦୧୦ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର [[ପ୍ରେମ ଅଢ଼େଇ ଅକ୍ଷର]]ରେ ଗୀତ ରଚନା କରିଥିଲେ ।
 
==ପ୍ରାରମ୍ଭିକ ଜୀବନ ଏବଂ ପେଷା==
 
==ଗୀତ ରଚନା==
 
==ଆଧାର==
{{ଆଧାର}}
 
==ବାହାର ଆଧାର==
 
[[ଶ୍ରେଣୀ:ଓଡ଼ିଆ ଲୋକ]]