"ଧୀରେ ଧୀରେ ପ୍ରେମ ହେଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୨୭ କ ଧାଡ଼ି:
 
'''ଧୀରେ ଧୀରେ ପ୍ରେମ ହେଲା''', ୨୦୦୯ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୁନୀଲ ରାଉତ । ସୁବୋଧ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଦିଲ୍ଲୀପ ପଣ୍ଡା ଏହି କଥାଚିତ୍ରଟିର କାହାଣୀ, ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।
 
ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସବ୍ୟସାଚୀ ମିଶ୍ର ଏବଂ ବର୍ଷା ପ୍ରିୟଦର୍ଶିନୀ । ମିହିର ଦାସ, ଚନ୍ଦନ କର, ପ୍ରିୟା ମହାପାତ୍ର, ପ୍ରିୟଙ୍କା ମହାପାତ୍ର, ଜୟୀରାମ ସାମଲ, କୀର୍ତ୍ତୀ ମହାନ୍ତି, ଅମର, ବ୍ରଜ, ବୁଲେଟ୍, ମୀନକେତନ, ଦେବାଶିଷ, ହାତି, ପ୍ରଦ୍ୟୁମ୍ନ ଲେଙ୍କା, ପ୍ରିୟା, ରାକେଶ, ରାଣୀ, ସୋନାଲି, କୁନା ତ୍ରିପାଠୀ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
 
==ଅଭିନୟ==