"ତରୁଣକାନ୍ତି ମିଶ୍ର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେ Regular Character Changes
୬୪ କ ଧାଡ଼ି:
 
== ସାହିତ୍ୟିକ ଜୀବନ ==
ଚଉଦ ବର୍ଷ ବୟସରେ ତରୁଣକାନ୍ତିଙ୍କର ପ୍ରଥମ ଗଳ୍ପ "ହେ ପୃଥିବୀର ନାଗରିକ" "ଆସନ୍ତାକାଲି" ପତ୍ରିକାରେ ପ୍ରକାଶ ପାଇଥିଲା । ବିଜେବି କଲେଜରେ ପଢିବାବେଳେ ତାଙ୍କର ପ୍ରଥମ ଗଳ୍ପ ସଂକଳନ ପ୍ରକାଶ ପାଇଥିଲା ।<ref>http://www.dailypioneer.com/state-editions/bhubaneswar/my-mother-is-my-source-of-inspiration.html</ref> ଏଯାବତ ତାଙ୍କର ୧୫ଟି ଗଳ୍ପ ସଂକଳନ ଓ ଗୋଟିଏ ଉପନ୍ୟାସ ପ୍ରକାଶ ପାଇସାରିଛି । ତାଙ୍କର ବହୁ ଲେଖା ହିନ୍ଦୀ, ବଙ୍ଗଳା, ଉର୍ଦ୍ଦୁ, ତେଲୁଗୁ, ମଲୟାଲାମ, ମରାଠି, ଗୁଜୁରାଟିଗୁଜରାଟି ଓ ବର୍ମୀୟ ଭାଷାକୁ ଅନୁବାଦିତ ହୋଇସାରିଛି ।<ref>http://www.orissasoochanacommission.nic.in/tmishra.html</ref>
=== ରଚନାବଳୀ ===
* ଆବର୍ତ୍ତର ଦୁଇଟି ସ୍ୱର