"ବରାହୀ ଦେଉଳ, ଚଉରାଶି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେ Regular Character Changes
୧୦୫ କ ଧାଡ଼ି:
 
=== ''ଶିଳ୍ପ ପ୍ରକାଶ'' ===
''ଶିଳ୍ପ ପ୍ରକାଶ'' ହେଉଛି ପଣ୍ଡିତ ସଦାଶିବ ରଥଶର୍ମା ଓ ଆଲିସ ବୋନରଙ୍କ ଦ୍ୱାରାବୋନରଙ୍କଦ୍ୱାରା ପୁନରୁଦ୍ଧୃତ ଓ ପ୍ରକାଶିତ ଏକ ପୁରାତନ ଉତ୍କଳୀୟ ଶିଳ୍ପଶାସ୍ତ୍ର । ଏହି ପୁସ୍ତକର ପ୍ରଣେତା ରାମଚନ୍ଦ୍ର କୌଳାଚାର ମହାନଦୀ ଉପକୁଳରେ ବସବାସ କରୁଥିବା କୌଳତନ୍ତ୍ର ସାଧକମାନଙ୍କ ଭିତରୁ ଜଣେ ଅଟନ୍ତି । ଏହି ପୁସ୍ତକର ତନ୍ତ୍ର ପ୍ରଣାଳୀରେ କିପରି ମନ୍ଦିର ଗଠନ କରାଯିବ ତାହାର ବିସ୍ତୃତ ବର୍ଣ୍ଣନା ରହିଛି । ଚଉରାଶିର ବରାହୀ ଦେଉଳ ଏହି ପୁସ୍ତକର ଅଧିକାଂଶ ଉଲ୍ଲେଖର ବାସ୍ତବିକ ରୂପାୟନ ଦେଖିହୁଏ । ଏହି ଗ୍ରନ୍ଥାନୁସାରେ ବରାହୀ ଦେଉଳ ଖାକରା ଶୈଳୀର କାମଗର୍ଭ ପ୍ରକାରର ମନ୍ଦିର ।<ref>''[https://books.google.co.in/books?id=P-y1AAAAIAAJ&q=varahi+temple+chaurasi&dq=varahi+temple+chaurasi&hl=en&sa=X&ved=0ahUKEwisqoX-jv3XAhUDtI8KHSGHDao4PBDoAQgnMAA Studies in History, Volume 1, Issue 2]''. Vikas Publishing House, 1979.</ref>
 
ଶିଳ୍ପ ପ୍ରକାଶର ଉଲ୍ଲେଖ ଅନୁସାରେ ବରାହୀ ଦେଉଳରେ ନିବିଡ଼ ମୈଥୁନ ମୂର୍ତ୍ତି ଗାତ୍ରରେ ମିଳେ । ଶିଳ୍ପ ପ୍ରକାଶ ଅନୁସାରେ ସାଧାରଣ ଲୋକଙ୍କଠାରୁ ଯନ୍ତ୍ର ଶକ୍ତିକୁ ପ୍ରଚ୍ଛନ୍ନ ରଖିବା ନିମନ୍ତେ ବାହ୍ୟ ଆଭୂଷଣ ଭାବେ ମୈଥୁନ ମୂର୍ତ୍ତି ବା ରାମଚନ୍ଦ୍ରଙ୍କ ଭାଷାରେ 'କାମ ବନ୍ଧ' ବ୍ୟବହାର କରାଯାଏ ।<ref>[https://books.google.co.in/books?id=hayV4o50eUEC&lpg=PA434&ots=ZjPgCxwWoe&dq=varahi%20temple%20chaurasi&pg=PA434#v=onepage&q&f=false Secret Yantras and Erotic Display for Hindu Temples] (ଓଡ଼ିଆ : ହିନ୍ଦୁ ମନ୍ଦିରରେ ଗୁପ୍ତ ଯନ୍ତ୍ର ଓ କାମୁକ ପ୍ରଦର୍ଶନ), ମାଇକଲ ଡି ରେବ । Tantra in Practice (ଅଭ୍ୟାସରେ ତନ୍ତ୍ର), ଡେଭିଡ ଗର୍ଡନ ହ୍ୱାଇଟ (ସମ୍ପାଦକ) ।</ref>