"ଫକୀର ମୋହନ ସେନାପତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୪୪ କ ଧାଡ଼ି:
 
=== ଉପନ୍ୟାସ ===
ସାହିତ୍ୟର ବିଭିନ୍ନ ବିଭାଗ ଯଥା ଅନୁବାଦ ସାହିତ୍ୟ (ସଂସ୍କୃତରୁ), କାବ୍ୟ-କବିତା ଇତ୍ୟାଦିରେ ସେ ସାହିତ୍ୟ ସୃଜନ କରିଥିଲେ ହେଁ ସେ ମୁଖ୍ୟତଃ ଓଡ଼ିଆ ଉପନ୍ୟାସ ସାହିତ୍ୟର ସୃଷ୍ଟିକର୍ତ୍ତା ରୂପେ ସୁପରିଚିତ । ୧୮୯୭ରୁ ୧୯୧୫ ମଧ୍ୟରେ ରଚିତ ତାଙ୍କର ଚାରୋଟିପାଞ୍ଚଟି ଉପନ୍ୟାସ -[http://www.mosahitya.com/2017/12/daka-munsi.html ଡ଼ାକମୁନ୍ସି]  ’ଛ’ ମାଣ ଆଠ ଗୁଣ୍ଠ’, ’ମାମୁଁ’, ’ପ୍ରାୟଶ୍ଚିତ’ ଓ ’ଲଛମା’ ତତ୍କାଳୀନ ଅଷ୍ଟାଦଶ ଓ ଊନବିଂଶ ଶତାବ୍ଦୀର ଓଡ଼ିଶାର ସାମାଜିକ ଅବସ୍ଥାର ନିଚ୍ଛକ ଦର୍ପଣ । ଛ’ ମାଣ ଆଠ ଗୁଣ୍ଠ ଉପନ୍ୟାସରେ ଜମିଦାରମାନଙ୍କ ଦେଇ ଗରିବ ଚାଷୀମାନଙ୍କର ଶୋଷଣର କାହାଣୀ ବର୍ଣ୍ଣିତ ହୋ‍ଇଛି । ଓଡ଼ିଆର ପ୍ରଥମ ଆତ୍ମଜୀବନୀର ମଧ୍ୟ ସେ ଥିଲେ ରଚୟିତା । ଏହାର ନାମ ଥିଲା ’ଆତ୍ମ ଜୀବନ ଚରିତ’ ।
 
=== କ୍ଷୁଦ୍ରଗଳ୍ପ ===