"ବ୍ରହ୍ମପୁର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ 2405:204:578D:56CA:A551:3F4D:1EA0:656A (ଆଲୋଚନା)ଙ୍କ ଦେଇ କରାଯାଇଥିବା ବଦଳକୁ [[User:2...
ଟ୍ୟାଗ: Rollback
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୬୩ କ ଧାଡ଼ି:
}}
 
'''ବ୍ରହ୍ମପୁର''' [[ଗଞ୍ଜାମ ଜିଲ୍ଲା]]ର ଏକ ପ୍ରମୁଖ ସହର । ଏହା ରାଜ୍ୟ ରାଜଧାନୀ [[ଭୁବନେଶ୍ଵର]] ଠାରୁ ପ୍ରାୟ ୧୬୦ କି.ମି. (୯୯ ମାଇଲ୍) ଦୂରରେ [[ବଙ୍ଗୋପ ସାଗର]] କୂଳରେ ଥିବା [[ଗୋପାଳପୁର]] ନିକଟରେ ଅବସ୍ଥିତ । ପୁରାତନ କାଳରୁ ଏହା ଓଡ଼ିଶାର ରେଶମ“ରେଶମ ସହରସହର” ଭାବେ ପରିଚିତ । ଏହାକୁ ବର୍ତ୍ତମାନ ଓଡ଼ିଶାର ନୃତ୍ୟ ନଗରୀ ଆଖ୍ୟା ଦିଆ ଯାଇଛି, ବିଶେଷ କରି ପ୍ରିନ୍ସ ଡାନ୍ସ ଗ୍ରୁପ ଓ ହରିହର ଦାସଙ୍କର ସଫଳତା ପରେ, ଏହା ଆହୁରି ପ୍ରସିଦ୍ଧି ଲାଭ କରିଛି । [[ଭୁବନେଶ୍ଵର]] ଓ [[କଟକ]] ପରେ ଏହି ସହରଟି ଓଡ଼ିଶାର ତୃତୀୟ ବୃହତ୍ତମ ଓ ଜନବହୁଳ ନଗରୀ । ୨୦୦୯ ମସିହା ଅନୁସାରେ ଏହି ନଗରୀର ଜନସଂଖ୍ୟା ୭,୯୯,୭୫୨ ଥିଲା । ଭୁବନେଶ୍ଵର ଓ କଟକ ପରେ ବ୍ରହ୍ମପୁରକୁ ଓଡ଼ିଶାର ତୃତୀୟ ନଗର ନିଗମ ଭାବେ ୨୦୦୯ରେ ଗଠିତ ହେଇଥିଲା । ଏଠାରେ ଗୋଟିଏ ଭେଷଜ ମହାବିଦ୍ୟାଳୟ [[ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ]], ଗୋଟିଏ ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟ [[ପାରଳା ମହାରାଜା ଯାନ୍ତ୍ରିକ ମହାବିଦ୍ୟାଳୟ]] ଏହା ସହ [[ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ (ଭଞ୍ଜବିହାର)]] ଏବଂ [[ ଖଲିକୋଟଖଲ୍ଲିକୋଟ ବିଶ୍ୱବିଦ୍ୟାଳୟବିଶ୍ବବିଦ୍ୟାଳୟ]] ମଧ୍ୟ ରହିଛି ।
 
==ଇତିହାସ==