"କୁନା ତ୍ରିପାଠୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
"{{Infobox person | name = କୁନା ତ୍ରିପାଠୀ | image = Kuna Tripathy.JPG | imagesize = | caption = |..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
 
No edit summary
୧୬ କ ଧାଡ଼ି:
|website =
}}
 
'''କୁନା ତ୍ରିପାଠୀ''', ଜଣେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତା । ସେ ଅଭିନୟ ବ୍ୟତୀତ ନିର୍ବାଚନ ବେଳେ ପ୍ରଚାର ଏବଂ ଦୂରଦର୍ଶନରେ ଉପସ୍ଥାପକ ଭାବରେ କାର୍ଯ୍ୟ କରିଛନ୍ତି । ମାଆ ଗୋଜବାୟାଣୀ ଚଳଚ୍ଚିତ୍ରରୁ ଅଭିନୟ ଆରମ୍ଭ କରିଥିବା କୁନା ଖଳନାୟକ, ସ‌ହକାରୀ ଅଭିନେତା, ହାସ୍ୟ ଅଭିନେତା ଭଳି ଭୂମିକାରେ ଅଭିନୟ କରିଛନ୍ତି ।