"ବବି ମିଶ୍ର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
"{{Infobox person | name = ବବି ମିଶ୍ର | image = | imagesize = | caption = | birth_date = <!--{{birth..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
 
No edit summary
୧୬ କ ଧାଡ଼ି:
|website =
}}
 
'''ବବି ମିଶ୍ର''' ଜଣେ ଓଡ଼ିଆ କଥାଚିତ୍ର, ଦୂରଦର୍ଶନ ଏବଂ ଆଲବମ୍ ଗୀତ ଅଭିନେତା । ବବି ମିଶ୍ର ଓଡ଼ିଆ କଥାଚିତ୍ର ଜଗତରେ ହାସ୍ୟ ଅଭିନେତା, ସ‌ହ ଅଭିନେତା ଏବଂ ଖଳନାୟକ ଭାବରେ ଅଭିନୟ କରିଛନ୍ତି । ସେ ଓଡ଼ିଆ ଆଧୁନିକ ଆଲବମ୍‌ର ଅନେକ ଗୀତରେ ନୃତ୍ୟ କରିଥିଲେ । ୧୯୯୯ ମସିହାରେ ଜୟ ଶ୍ରୀରାମ ଚଳଚ୍ଚିତ୍ରରେ ସେ ପ୍ରଥମ କରି ଅଭିନୟ ଦୁନିଆରେ ପ୍ରବେଶ କରିଥିଲେ । ଏହାପରେ ସେ ଚଳଚ୍ଚିତ୍ର ସ‌ହ ଦୂରଦର୍ଶନର ଧାରାବାହିକରେ ମଧ୍ୟ ଅଭିନୟ କରିଥିଲେ ।