"ବବି ମିଶ୍ର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୧୮ କ ଧାଡ଼ି:
 
'''ବବି ମିଶ୍ର''' ଜଣେ ଓଡ଼ିଆ କଥାଚିତ୍ର, ଦୂରଦର୍ଶନ ଏବଂ ଆଲବମ୍ ଗୀତ ଅଭିନେତା । ବବି ମିଶ୍ର ଓଡ଼ିଆ କଥାଚିତ୍ର ଜଗତରେ ହାସ୍ୟ ଅଭିନେତା, ସ‌ହ ଅଭିନେତା ଏବଂ ଖଳନାୟକ ଭାବରେ ଅଭିନୟ କରିଛନ୍ତି । ସେ ଓଡ଼ିଆ ଆଧୁନିକ ଆଲବମ୍‌ର ଅନେକ ଗୀତରେ ନୃତ୍ୟ କରିଥିଲେ । ୧୯୯୯ ମସିହାରେ ଜୟ ଶ୍ରୀରାମ ଚଳଚ୍ଚିତ୍ରରେ ସେ ପ୍ରଥମ କରି ଅଭିନୟ ଦୁନିଆରେ ପ୍ରବେଶ କରିଥିଲେ । ଏହାପରେ ସେ ଚଳଚ୍ଚିତ୍ର ସ‌ହ ଦୂରଦର୍ଶନର ଧାରାବାହିକରେ ମଧ୍ୟ ଅଭିନୟ କରିଥିଲେ ।
 
==ପ୍ରାରମ୍ଭିକ ଜୀବନ==
 
==ଅଭିନୟ ଜୀବନ==
 
==ଅଭିନୀତ କଥାଚିତ୍ର==
 
==ଅଭିନୀତ ଧାରାବାହିକ==
 
==ଆଧାର==
 
==ବାହାର ଆଧାର==