"ବବି ମିଶ୍ର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୨୨ କ ଧାଡ଼ି:
 
==ଅଭିନୟ ଜୀବନ==
ବବି ମିଶ୍ର ଓଡ଼ିଆ କଥାଚିତ୍ର ଜଗତରେ ୧୯୯୯ ମସିହାରେ ଜୟ ଶ୍ରୀରାମ ଚଳଚ୍ଚିତ୍ର ଜରିଆରେ ପ୍ରବେଶ କରିଥିଲେ । ଏହାପରେ ସେ ତୋ ପାଇଁ, ନାରୀ ଆଖିରେ ନିଆଁ, ଫେରିଆ ମୋ ସୁନା ଭଉଣୀ ଆଦି କଥାଚିତ୍ରରେ ଅଭିନୟ କରିଥିଲେ । ୨୦୦୭ ମସିହାରେ ମୁକ୍ତିଲାଭ କରିଥିବା ମୁଁ ତତେ ଲଭ୍ କରୁଚିରେ ସେ ଜଣେ ଖଳନାୟକ ଭାବରେ ଅଭିନୟ କରିଥିଲେ । ଏହାପରେ ତାଙ୍କର ଅଭିନୟ ଜୀବନର ମୋଡ଼ ବଦଳିଯାଇଥିଲା । ଧିରେ ଧିରେ ସେ ଅଧିକରୁ ଅଧିକ ଚଳଚ୍ଚିତ୍ରରେ ଖଳନାୟକ ଭାବରେ ଅଭିନୟ କରିଥିଲେ । ଏଥିସ‌ହ ସେ ସ‌ହ-ଅଭିନେତା ଏବଂ ହାସ୍ୟ ଅଭିନେତା ଭାବରେ ମଧ୍ୟ ଅଭିନୟ କରିଥିଲେ ।
 
==ଅଭିନୀତ କଥାଚିତ୍ର==