"ବବି ମିଶ୍ର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୨୨ କ ଧାଡ଼ି:
 
==ଅଭିନୟ ଜୀବନ==
ବବି ମିଶ୍ର ଓଡ଼ିଆ କଥାଚିତ୍ର ଜଗତରେ ୧୯୯୯ ମସିହାରେ ଜୟ ଶ୍ରୀରାମ ଚଳଚ୍ଚିତ୍ର ଜରିଆରେ ପ୍ରବେଶ କରିଥିଲେ । ଏହାପରେ ସେ ତୋ ପାଇଁ, ନାରୀ ଆଖିରେ ନିଆଁ, ଫେରିଆ ମୋ ସୁନା ଭଉଣୀ ଆଦି କଥାଚିତ୍ରରେ ଅଭିନୟ କରିଥିଲେ । ୨୦୦୭ ମସିହାରେ ମୁକ୍ତିଲାଭ କରିଥିବା ମୁଁ ତତେ ଲଭ୍ କରୁଚିରେ ସେ ଜଣେ ଖଳନାୟକ ଭାବରେ ଅଭିନୟ କରିଥିଲେ । ଏହାପରେ ତାଙ୍କର ଅଭିନୟ ଜୀବନର ମୋଡ଼ ବଦଳିଯାଇଥିଲା ।<ref name="ନିଜ ଇଚ୍ଛାରେ ଅଭିନୟ କ୍ଷେତ୍ରରୁ ଦୂରେଇ ଥିଲି: ବବି ମିଶ୍ର">{{cite news|title=ନିଜ ଇଚ୍ଛାରେ ଅଭିନୟ କ୍ଷେତ୍ରରୁ ଦୂରେଇ ଥିଲି: ବବି ମିଶ୍ର|url=http://odishatime.com/odiya/%E0%AC%A8%E0%AC%BF%E0%AC%9C-%E0%AC%87%E0%AC%9A%E0%AD%8D%E0%AC%9B%E0%AC%BE%E0%AC%B0%E0%AD%87-%E0%AC%85%E0%AC%AD%E0%AC%BF%E0%AC%A8%E0%AD%9F-%E0%AC%95%E0%AD%8D%E0%AC%B7%E0%AD%87%E0%AC%A4%E0%AD%8D/|accessdate=19 January 2018|newspaper=ଓଡ଼ିଶା ଟାଇମ୍|date=17 September 2016}}</ref> ଧିରେ ଧିରେ ସେ ଅଧିକରୁ ଅଧିକ ଚଳଚ୍ଚିତ୍ରରେ ଖଳନାୟକ ଭାବରେ ଅଭିନୟ କରିଥିଲେ । ଏଥିସ‌ହ ସେ ସ‌ହ-ଅଭିନେତା ଏବଂ ହାସ୍ୟ ଅଭିନେତା ଭାବରେ ମଧ୍ୟ ଅଭିନୟ କରିଥିଲେ ।
 
==ଅଭିନୀତ କଥାଚିତ୍ର==