"ବବି ମିଶ୍ର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୨୫ କ ଧାଡ଼ି:
 
ବବି ମିଶ୍ର ଓଡ଼ିଆ କଥାଚିତ୍ର ସ‌ହ ଓଡ଼ିଆ ଆଧୁନିକ ଆଲବମ୍‌ରେ ଅନେକ ଗୀତରେ ମଧ୍ୟ ନୃତ୍ୟ କରିଥିଲେ । କାଉ ତୋ ବଉକୁ ନଉ, ସାହିତ୍ୟ ଦିଦି, ଆଜି ତୋର ବାହାଘର ପ୍ରିୟା ଆଦି ଅନେକ ଲୋକପ୍ରିୟ ଗୀତରେ ନୃତ୍ୟ କରିଥିଲେ । ବବିଙ୍କର ଅଭିନୀତ ଅନ୍ୟ ଏକ ଓଡ଼ିଆ ଆଲବମ୍ 'ଆହେ ଦୟାମୟ ବିଶ୍ୱ ବିହାରୀ' ତାଙ୍କୁ ବିବାଦଗ୍ରସ୍ତ କରାଇଦେଇଥିଲେ ।
 
କଥାଚିତ୍ର ଏବଂ ଆଲବମ୍ ବ୍ୟତୀତ ବବି ଓଡ଼ିଆ ଦୂରଦର୍ଶନ ଧାରାବାହିକରେ ମଧ୍ୟ ଅଭିନୟ କରିଥିଲେ । ସାର୍ଥକ ଟିଭିରେ ପ୍ରସାରତି ଧାରାବାହିକ 'ଜୀବନ ସାଥୀ'ରେ ସେ ଜଣେ ଖଳନାୟକ ଭାବରେ ଅଭିନୟ କରିଥିଲେ ।
 
==ଅଭିନୀତ କଥାଚିତ୍ର==