"ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
→‎ଏଡମିସନ: ଓଡ଼ିଆ ପ୍ରତିଶବ୍ଦ
୧୦ କ ଧାଡ଼ି:
୧୯୯୧ ମସିହାରୁ ଏହି ମହାବିଦ୍ୟାଳୟ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ଦ୍ଵାରା ସ୍ଵୟଂ ଚାଳିତ ମହାବିଦ୍ୟାଳୟର ମାନ୍ୟତା ପ୍ରାପ୍ତ ହେଲା । ଏହାଦ୍ଵାରା ଏହି ମହାବିଦ୍ୟାଳୟ ନିଜର ପରିକ୍ଷ୍ୟା ପରିଚାଳନା ସହ , ପାଠ୍ୟସୁଛି , ନୂତନ ବିଷୟ ଆରମ୍ଭ କରିବାର ସୁଯୋଗ ପାଇଲା । ଚାରିଟି ବିଭାଗରେ M॰Phill ସ୍ତରୀୟ ପାଠ୍ୟକ୍ରମ ମଧ୍ୟ ଏଠାରେ ଉପଲବ୍ଧ । 
 
== ଏଡମିସନଆବେଦନ ==
ଏହାର ଯୁକ୍ତ ୨ ଓ ଯୁକ୍ତ ୩ ସ୍ତରରେ ଆଡମିସନ ଓଡ଼ିଶା ସରକାରଙ୍କ SAMS ମାଧ୍ୟମରେ ହେଉ ଥିବା ବେଳେ ସ୍ନାତକୋତ୍ତର ଶ୍ରେଣୀରେ ବିଶ୍ୱବିଦ୍ୟାଳୟର ନିଜସ୍ଵ ମାନଦଣ୍ଡ ଅନୁସାରେ ଚୟନ ହୁଏ । ଏହାର M॰ C ॰ A॰ ବିଭାଗ ପାଇଁ ଆଡମିସନ BPUT ତରଫରୁ ହାଉଥିବା ଜଏଣ୍ଟ ଏଣ୍ଟରାନ୍ସ ପରିକ୍ଷ୍ୟା ଜରିଆରେ ହେଇଥାଏ । <div class="reflist" style=" list-style-type: decimal;">
<references /></div>