"ଏ ମନ ମାନେନା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ବଦଳ ସାରକଥା ଲୁଚାଇଦିଅନ୍ତୁ
 
'''ଏ ମନ ମାନେନା''', ୨୦୦୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବିଜୟ କୁମାର ଏବଂ ରାମଚନ୍ଦ୍ର ମହାପାତ୍ର । ରାଜଲକ୍ଷ୍ମୀ ପ୍ରିୟଦର୍ଶିନୀ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ଡଃ ରଜନୀ ରଞ୍ଜନ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଏନ୍. ପାଢ଼ୀ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।
 
ଏହି କତାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅରିନ୍ଦମ ରାୟ, ଦୁଷ୍ମନ୍ତ ପଣ୍ଡା, ବର୍ଷା ପ୍ରିୟଦର୍ଶିନୀ ଏବଂ କାଜଲ ମିଶ୍ର । ମିହିର ଦାସ, ଅନିତା ଦାସ, ହାଡ଼ୁ, ହରିହର ମହାପାତ୍ର, ଉତ୍ତମ ମହାନ୍ତି, ସୁମନ, ଜର୍ଜ ତିଆଡ଼ି ଆଦି କଳାକାରମାନେ ଏହି କଥାଚିତ୍ରଟିରେ ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
 
==ଅଭିନୟ==
୩୨,୩୫୭

ଗୋଟି ସମ୍ପାଦନା