"ଉତ୍କଳ ବିଶ୍ୱବିଦ୍ୟାଳୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ଟି +ଟି )
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୧୫ କ ଧାଡ଼ି:
|campus = ବାଣୀବିହାର, [[ନଗରାଞ୍ଚଳ|ନଗର]]
|affiliations = [[University Grants Commission (India)|ଇଉ.ଜି.ସି.]],
|website= {{url|http://www.utkaluniversity.acnic.in|utkal-university.org}}
}}
'''ଉତ୍କଳ ବିଶ୍ୱବିଦ୍ୟାଳୟ''' ଓଡ଼ିଶାର ସର୍ବ ପୁରାତନ ତଥା [[ଭାରତ]]ର ସତରତମ ପୁରାତନ ବିଶ୍ୱବିଦ୍ୟାଳୟ ଅଟେ। ବାଣୀ ବିହାର ଭାବେ ପରିଚିତ ଏହାର ୩୯୯.୯ ଏକର ପରିମିତ ଏହାର ପରିସରଟି [[ଭୁବନେଶ୍ୱର]]ର କେନ୍ଦ୍ରସ୍ଥଳରେ ଅବସ୍ଥିତ। ଏହି ବିଶ୍ୱବିଦ୍ୟାଳୟରେ ନିଜସ୍ଵ ଶିକ୍ଷା ବ୍ୟବସ୍ଥା ଥିବା ସାଙ୍ଗରେ ଅନ୍ୟ ବହୁ ମହାବିଦ୍ୟାଳୟ ଅନୁବନ୍ଧିତ ଭାବେ ରହିଛନ୍ତି। ଏବେ ଏହି ବିଶ୍ୱବିଦ୍ୟାଳୟରେ ୨୭ଟି ସ୍ନାତକୋତ୍ତର ବିଭାଗ [[ବିଜ୍ଞାନ]], [[କଳା]] ଓ [[ବାଣିଜ୍ୟ]] କ୍ଷେତ୍ରରେ ଶିକ୍ଷାଦାନ କରୁଛନ୍ତି । ଏହାଛଡା ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷା ନିର୍ଦେଶାଳୟ, ଆଇନଶିକ୍ଷା ମହାବିଦ୍ୟାଳୟ ଓ ବହୁ ସେଲ୍ଫ ଫାଇନାନ୍ସ ବିଭାଗ ମଧ୍ୟ ଅଛି । ସମ୍ପ୍ରତି ବିଭିନ୍ନ ସ୍ନାତକୋତ୍ତର ବିଭାଗରେ ପ୍ରାୟ ୩୦୦୦ରୁ ଅଧିକ ଛାତ୍ର ପଢୁଛନ୍ତି। ଗତ ଅଡ଼ଷଠି ବର୍ଷଧରି ବାଣୀବିହାର ଶିକ୍ଷା କ୍ଷେତ୍ରରେ ଯୋଗଦାନ କରିଆସୁଛି ।