"ଗୌତମ ବୁଦ୍ଧ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୪୫ କ ଧାଡ଼ି:
 
==ବୌଦ୍ଧଧର୍ମର ପ୍ରସାର==
ଗୌତମ ବୁଦ୍ଧଙ୍କ ପରିନିର୍ମାଣର ଅଳ୍ପ କାଳପରେକାଳ ମଧ୍ୟରେ ବୌଦ୍ଧ ଧର୍ମ ସମଗ୍ର ଭାରତବର୍ଷରେ ପ୍ରସାରଲାଭ କରିଥିଲା । ବିଶେଷତଃ ଖ୍ରୀ.ପୂ. ତୃତୀୟ ଶତାବ୍ଦୀରେ ମୌର୍ଯ୍ୟ [[ଅଶୋକ (ସମ୍ରାଟ)|ସମ୍ରାଟ ଅଶୋକ]]ଙ୍କ ପୃଷ୍ଠପୋଷକତାରେ ବୌଦ୍ଧ ଧର୍ମ କେବଳ ଭାରତରେ ନୁହେଁ, ଭାରତ ବାହାରେ ଯଥା, ପଶ୍ଚିମରେ [[ଗ୍ରୀସ]] ଦେଶଠାରୁ ପୂର୍ବରୁପୂର୍ବରେ [[ବ୍ରହ୍ମଦେଶ]] ଏବଂ ଦକ୍ଷିଣରେ [[ସିଂହଳ]] ପର୍ଯ୍ୟନ୍ତ ପ୍ରସାରିତ ହୋଇଥିଲା । ଖ୍ରୀଷ୍ଟୀୟ ପ୍ରଥମ ଶତାବ୍ଦୀରେ କୁଶାଣବଂଶରକୁଶାଣ ଶ୍ରେଷ୍ଠସମ୍ରାଟବଂଶର ଶ୍ରେଷ୍ଠ ସମ୍ରାଟ କନିଷ୍କଙ୍କ ପ୍ରେରଣାରେ ବୌଦ୍ଧଧର୍ମ [[ଚୀନ]], [[ତିବ୍ଦତ]], [[ଜାପାନ]] ପ୍ରଭୃତି ଦେଶରେ ପ୍ରଚାରିତ ହୋଇଥିଲା । ସପ୍ତମ ଓ ଅଷ୍ଟମ ଶତାବ୍ଦୀରେ [[କନୌଜ]]ର ରାଜା [[ହର୍ଷବର୍ଦ୍ଧନ]]ଙ୍କ ସାହାଯ୍ୟରେ ଗୌଦ୍ଧଧର୍ମବୌଦ୍ଧଧର୍ମ ବିଶେଷ ଅଗ୍ରଗତି ଲାଭ କରିଥିଲା । ଏହିପରି ପୃଷ୍ଠପୋଷକତା ଲାଭକରି ବୌଦ୍ଧଧର୍ମ [[ପୃଥିବୀ]]ର ଏକ ମୂଖ୍ୟ ଧର୍ମରେ ପରିଣତ ହୋଇଥିଲା ।<ref>http://www.thebuddhistsociety.org/resources/Spread.html#top</ref> ପ୍ରାଚୀନ ରାଜା ମହାରାଜାମାନଙ୍କଦ୍ଵାରା ଅତି ସୁନ୍ଦର କାରୁକାର୍ଯ୍ୟପୂର୍ଣ୍ଣ ଅସଂଖ୍ୟ ବୌଦ୍ଧଗୁମ୍ଫା, ସ୍ତୂପ, ଚୈତ୍ୟ, ବୌଦ୍ଧବିହାର ଓ ବୌଦ୍ଧମୂର୍ତ୍ତିଗୁଡିକବୌଦ୍ଧମୂର୍ତ୍ତି ଗୁଡ଼ିକ ଭାରତର ବିଭିନ୍ନ ସ୍ଥାନରେ ନିର୍ମିତ ହୋଇହୋଇଥିଲା, ତାହାଯାହା ବୌଦ୍ଧ ଧର୍ମର ପ୍ରଚାର ଏବଂ ପ୍ରସାର ଦିଗରେ ଯଥେଷ୍ଟ ସାହାଯ୍ୟ କରିଥିଲା । ସମ୍ରାଟ ଅଶୋକଙ୍କର ଅନୁଶାସନ ବୌଦ୍ଧଧର୍ମ ପ୍ରସାରର ଏକ ପ୍ରଧାନ କାରଣ ।
 
==ଆହୁରି ଦେଖନ୍ତୁ==
*[[ବୁଦ୍ଧ ପୂର୍ଣ୍ଣିମା]]