"ଗୌତମ ବୁଦ୍ଧ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ |
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ |
||
୪୪ କ ଧାଡ଼ି:
ବୌଦ୍ଧ ଧର୍ମ (ପାଳି: ବୋଧ ଧର୍ମ) ଏକ ଧର୍ମ ଓ ଦର୍ଶନ ଯେଉଁଥିରେ ଅନେକ ଧରଣର ପରମ୍ପରା, ବିଶ୍ଵାସ ଓ ଆଚରଣ ରହିଅଛି । ଏହା ଗୌତମ ବୁଦ୍ଧଙ୍କ ଶିକ୍ଷାକୁ ନେଇ ଗଠିତ । ୬ଷ୍ଠ ଓ ୪ର୍ଥ ଖ୍ରୀ.ପୂ.ରେ ବୁଦ୍ଧ ଭାରତୀୟ ଉପମହାଦେଶର ଉତ୍ତର-ପୂର୍ବ ଭାଗରେ ବାସ କରି ଶିକ୍ଷା ଦେଇଥିଲେ । ସେ ବୌଦ୍ଧବାଦୀମାନଙ୍କ ପାଇଁ, ବୋଧି ବା ଜଣେ ଆଲୋକିତ ଗୁରୁ, ଯେ ତାହାଙ୍କର ଜ୍ଞାନକୁ ଚେତନା ରହିତ ଜନଙ୍କୁ ଅବିଦ୍ୟାର ବିନାଶ କରିବା ନିମିତ୍ତ ଶିକ୍ଷା ଦେଇଥିବା ଗୁରୁ ଭାବରେ ଜଣା; ଯାହା ସଂସାର କଷଣରୁ ତରିବାରେ ଜଣଙ୍କୁ ସହଯୋଗ କରିଥାଏ ।
===ବୌଦ୍ଧଧର୍ମର ପ୍ରସାର===
ଗୌତମ ବୁଦ୍ଧଙ୍କ ପରିନିର୍ମାଣର ଅଳ୍ପ କାଳ ମଧ୍ୟରେ ବୌଦ୍ଧ ଧର୍ମ ସମଗ୍ର ଭାରତବର୍ଷରେ ପ୍ରସାରଲାଭ କରିଥିଲା । ବିଶେଷତଃ ଖ୍ରୀ.ପୂ. ତୃତୀୟ ଶତାବ୍ଦୀରେ ମୌର୍ଯ୍ୟ [[ଅଶୋକ (ସମ୍ରାଟ)|ସମ୍ରାଟ ଅଶୋକ]]ଙ୍କ ପୃଷ୍ଠପୋଷକତାରେ ବୌଦ୍ଧ ଧର୍ମ କେବଳ ଭାରତରେ ନୁହେଁ, ଭାରତ ବାହାରେ ଯଥା, ପଶ୍ଚିମରେ [[ଗ୍ରୀସ]] ଦେଶଠାରୁ ପୂର୍ବରେ [[ବର୍ମା|ବ୍ରହ୍ମଦେଶ (ବର୍ତ୍ତମାନର ମିଆଁମାର)]] ଏବଂ ଦକ୍ଷିଣରେ [[ଶ୍ରୀଲଙ୍କା|ସିଂହଳ (ବର୍ତ୍ତମାନର ଶ୍ରୀଲଙ୍କା)]] ପର୍ଯ୍ୟନ୍ତ ପ୍ରସାରିତ ହୋଇଥିଲା । ଖ୍ରୀଷ୍ଟୀୟ ପ୍ରଥମ ଶତାବ୍ଦୀରେ କୁଶାଣ ବଂଶର ଶ୍ରେଷ୍ଠ ସମ୍ରାଟ କନିଷ୍କଙ୍କ ପ୍ରେରଣାରେ ବୌଦ୍ଧଧର୍ମ [[ଚୀନ]], [[
==ଆହୁରି ଦେଖନ୍ତୁ==
|