"ଫକୀର ମୋହନ ସେନାପତି" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
Psubhashish (ଆଲୋଚନା | ଅବଦାନ) ଆଧାରରୁ ଜାଣିହେଉନି ଚାରୋଟି କି ପାଞ୍ଚଟି ଉପନ୍ୟାସ । |
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ |
||
୧୯ କ ଧାଡ଼ି:
== '''ଜୀବନ କାଳ''' ==
=== ପିଲାବେଳ ===
୧୪ ଜାନୁଆରୀ ୧୮୪୩ରେ ଅବିଭକ୍ତ ବାଲେଶ୍ୱର ଜିଲ୍ଲାର ମଲ୍ଲିକାଶପୁର ଗ୍ରାମର ଏକ ଖଣ୍ଡାୟତ ପରିବାରରେ ଫକୀରମୋହନଙ୍କ ଜନ୍ମ । ତାଙ୍କୁ ଏକ ବର୍ଷ ପାଞ୍ଚ ମାସ ବୟସ ବେଳେ ତାଙ୍କ ପିତା
ଫକୀରମୋହନଙ୍କର ଦାଦା ପୁରୁଷୋତ୍ତମ ସେନାପତି ଅତ୍ୟନ୍ତ ଇର୍ଷାପରାୟଣୀ ବ୍ୟକ୍ତି ଥିଲେ । ସେ ଫକୀରମୋହନଙ୍କୁ ପାଠ ପଢ଼ିବାର ଅନୁମତି ଦେଉ ନ ଥିଲେ । ଫକୀରମୋହନ ବାଲ୍ୟକାଳରେ ସବୁବେଳେ ଅସୁସ୍ଥ ରହୁଥିବାରୁ, ସେ ୯ବର୍ଷ ବୟସରେ ଫଳା ଶିଖିବା ଆରମ୍ଭ କରିଥିଲେ । ପାଠ ପଢ଼ି ପଇସା ଦେବାର କ୍ଷମତା ନ ଥିବାରୁ ସେ ଶିକ୍ଷକଙ୍କ ଘରେ କାମ କରି ପଢ଼ୁଥିଲେ । ବିଦ୍ୟା ଆହରାଣ କରିବାରେ ସେ କେବେ ସନ୍ତୁଷ୍ଟ ନ ଥିଲେ । ଯେତେ ବିଦ୍ୟା ଅଧ୍ୟୟନ କଲେ ବି ସେ ଆହୁରି ଆଧିକ ଜ୍ଞାନ ପ୍ରାପ୍ତ କରିବାରେ ଲାଗୁଥିଲେ । ନିଜ ମାତୃଭାଷାରେ ଜ୍ଞାନକୋଷ ଭରିବା ସହିତ ସେ ପ୍ୟାରିସ ଭାଷା ମଧ୍ୟ ଶିକ୍ଷା କରିଥିଲେ । ପିଲାଦିନେ ସେ ଶ୍ରମିକ ଭାବରେ ବାଲେଶ୍ୱରରେ ଥିବା ବନ୍ଦରରେ ମଧ୍ୟ କାର୍ଯ୍ୟ କରୁଥିଲେ ଏବଂ ସେଠାରେ ସେ ବଙ୍ଗାଳୀ ଓ ସଂସ୍କୃତ ଭାଷା ମଧ୍ୟ ଶିକ୍ଷା କରିଥିଲେ ।<ref name="ଫକୀର ମୋହନ ସେନପତି ଜୀବନୀ"></ref>
|