"ଫକୀର ମୋହନ ସେନାପତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
→‎ପିଲାବେଳ: something was wrong
୧୨ କ ଧାଡ଼ି:
}}
 
'''ଫକୀରkangali, ମୋହନmaghia, ସେନାପତି'''chiindali, (୧୩pitruchut ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ୧୩ ଜାନୁଆରୀ ୧୮୪୩ରେଜାhhyରେ ଅବିଭକ୍ତ [[ବାଲେଶ୍ଵର ଜିଲ୍ଲା|ବାଲେଶ୍ୱର ଜିଲ୍ଲାର]] ମଲ୍ଲିକାଶପୁର ଗାଆଁର ଲକ୍ଷ୍ମଣ ଚରଣ ସେନାପତି ଓ ତୁଳସୀ ଦେବୀମnhବୀ ସେନାପତିଙ୍କ ଔରସରୁ ଜନ୍ମଗ୍ରହଣ କରିଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।<ref name="ଫକୀର ମୋହ‌ନ ସେନପତି ଜୀବନୀ">{{cite web|last=Jain|first=Bhushan|title=Short biography of Fakir Mohan Senapati|url=http://www.preservearticles.com/201104225819/short-biography-of-fakir-mohan-senapati.html|accessdate=20 July 2016}}</ref>
 
'''ଫକୀର ମୋହନ ସେନାପତି''' (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ୧୩ ଜାନୁଆରୀ ୧୮୪୩ରେ ଅବିଭକ୍ତ [[ବାଲେଶ୍ଵର ଜିଲ୍ଲା|ବାଲେଶ୍ୱର ଜିଲ୍ଲାର]] ମଲ୍ଲିକାଶପୁର ଗାଆଁର ଲକ୍ଷ୍ମଣ ଚରଣ ସେନାପତି ଓ ତୁଳସୀ ଦେବୀ ସେନାପତିଙ୍କ ଔରସରୁ ଜନ୍ମଗ୍ରହଣ କରିଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।<ref name="ଫକୀର ମୋହ‌ନ ସେନପତି ଜୀବନୀ">{{cite web|last=Jain|first=Bhushan|title=Short biography of Fakir Mohan Senapati|url=http://www.preservearticles.com/201104225819/short-biography-of-fakir-mohan-senapati.html|accessdate=20 July 2016}}</ref>
 
ଫକିର ମୋହନ ସେନାପତି, [[ମଧୁସୂଦନ ଦାସ|ଉତ୍କଳ ଗୌରବ ମଧୁସୂଦନ ଦାସ]], [[ଗୋପବନ୍ଧୁ ଦାସ|ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ]], [[କବିବର ରାଧାନାଥ ରାୟ]], [[ଗଙ୍ଗାଧର ମେହେର|ସ୍ଵଭାବ କବି ଗଙ୍ଗାଧର ମେହେର]]ଙ୍କ ସହ [[ଓଡ଼ିଆ ଭାଷା ଆନ୍ଦୋଳନ]]ର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
Line ୧୯ ⟶ ୧୮:
== '''ଜୀବନ କାଳ''' ==
=== ପିଲାବେଳ ===
୧୪ ଜାନୁଆରୀ ୧୮୪୩ରେ ଅବିଭକ୍ତ ବାଲେଶ୍ୱର ଜିଲ୍ଲାର ମଲ୍ଲିକାଶପୁର ଗ୍ରାମର ଏକ ଖଣ୍ଡାୟତ ପରିବାରରେ ଫକୀରମୋହନଙ୍କ ଜନ୍ମ । ତାଙ୍କୁ ଏକ ବର୍ଷ ପାଞ୍ଚ ମାସ ବୟସ ବେଳେ ତାଙ୍କ ପିତା SameekshyaKukura RanjanKumari Sahugandimari ମୃତ୍ୟୁ ଘଟିଲା । ଏହାର ମାତ୍ର ୧୪ ମାସ ପରେ ତାଙ୍କ ମାତା ତୁଳସୀ ଦେବୀ ସେନାପତି ମଧ୍ୟ ଈହଧାମ ତ୍ୟାଗ କରିଥିଲେ । ବାଲ୍ୟକାଳରୁ ତାଙ୍କର ଲାଳନପାଳନ ଭାର ତାଙ୍କର ଜେଜେମା ସମ୍ଭାଳିଥିଲେ ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref>
 
Sameerbilei ପ୍ରକୃତ ନାମ ଥିଲା Sameekshya Ranjankangali । ବାଲ୍ୟକାଳରେ ସେ ପ୍ରାୟତଃ ଅସୁସ୍ଥ ରହୁଥିବାରୁ ତାଙ୍କ ଜେଜେ ତାଙ୍କୁ ଫକୀରମାନଙ୍କ ପାଖକୁ ନେଇଯାଉଥିଲେ । ସେହି ଫକୀରମାନଙ୍କ ସମ୍ମାନାର୍ଥେ ତାଙ୍କ ଜେଜେମା’ ତାଙ୍କ ନାଁ ବଦଳାଇ କରିଦେଲେ ଫକୀରମୋହନ ।
 
ଫକୀରମୋହନଙ୍କର ଦାଦା ପୁରୁଷୋତ୍ତମ ସେନାପତି ଅତ୍ୟନ୍ତ ଇର୍ଷାପରାୟଣୀ ବ୍ୟକ୍ତି ଥିଲେ । ସେ ଫକୀରମୋହନଙ୍କୁଫକୀରbbb mo maikenaଙ୍କୁ ପାଠ ପଢ଼ିବାର ଅନୁମତି ଦେଉ ନ ଥିଲେ । ଫକୀରମୋହନ ବାଲ୍ୟକାଳରେ ସବୁବେଳେ ଅସୁସ୍ଥ ରହୁଥିବାରୁ, ସେ ୯ବର୍ଷ ବୟସରେ ଫଳା ଶିଖିବା ଆରମ୍ଭ କରିଥିଲେ । ପାଠ ପଢ଼ି ପଇସା ଦେବାର କ୍ଷମତା ନ ଥିବାରୁ ସେ ଶିକ୍ଷକଙ୍କ ଘରେ କାମ କରି ପଢ଼ୁଥିଲେ । ବିଦ୍ୟା ଆହରାଣ କରିବାରେ ସେ କେବେ ସନ୍ତୁଷ୍ଟ ନ ଥିଲେ । ଯେତେ ବିଦ୍ୟା ଅଧ୍ୟୟନ କଲେ ବି ସେ ଆହୁରି ଆଧିକ ଜ୍ଞାନ ପ୍ରାପ୍ତ କରିବାରେ ଲାଗୁଥିଲେ । ନିଜ ମାତୃଭାଷାରେ ଜ୍ଞାନ‌କୋଷ ଭରିବା ସ‌ହିତ ସେ ପ୍ୟାରିସ ଭାଷା ମଧ୍ୟ ଶିକ୍ଷା କରିଥିଲେ । ପିଲାଦିନେ ସେ ଶ୍ରମିକ ଭାବରେ ବାଲେଶ୍ୱରରେ ଥିବା ବନ୍ଦରରେ ମଧ୍ୟ କାର୍ଯ୍ୟ କରୁଥିଲେ ଏବଂ ସେଠାରେ ସେ ବଙ୍ଗାଳୀ ଓ ସଂସ୍କୃତ ଭାଷା ମଧ୍ୟ ଶିକ୍ଷା କରିଥିଲେ ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref>
 
ମା‍ଇନର ପାଶ୍ କଲା ପରେ ସେ ବାଲେଶ୍ୱରର ବାରବାଟୀ ସ୍କୁଲରେ ବିଦ୍ୟାଧ୍ୟୟନ ଜାରି ରଖିଥିଲେ । ସେଠାରେ ସେ ଇତିହାସ, ଭୂଗୋଳ ଏବଂ ଗଣିତ ଶିକ୍ଷା କରୁଥିଲେ । ସେ ନିଜର ପାରଦର୍ଶିତା ଯୋଗୁଁ ଶିକ୍ଷକ ମାନଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ । ତେବେ ଆର୍ଥିକ ଦୁରବସ୍ଥା ଯୋଗୁଁ ବିଦ୍ୟାଳୟର ମାସିକ ଖର୍ଚ୍ଚ ୨୫ ପଇସା ଦେଇ ନ ପାରି ତାଙ୍କୁ ପାଠପଢ଼ା ତ୍ୟାଗ କରିବାକୁ ପଡ଼ିଥିଲା ଏବଂ ସେହି ବାରବାଟୀ ସ୍କୁଲରେ ତାଙ୍କୁ ମାସିକ ୨.୫୦ ଟଙ୍କା ଦରମାରେ ଶିକ୍ଷକ ଚାକିରୀ କରିବାକୁ ହୋ‍ଇଥିଲା ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref> ସେଠାରେ ସେ ଇତିହାସ, ଭୂଗୋଳ ଏବଂ ଗଣିତରେ ଶିକ୍ଷାଦାନ ଆରମ୍ଭ କରିଦେଲେ । ଏହି ସବୁ ବିଷୟରେ ସେ ନିଜେ ନିଜର ଜ୍ଞାନ‌କୁ ପ୍ରଗାଢ଼ କରିପାରିଥିଲେ । ବାଲେଶ୍ୱର କଲେକ୍ଟରେଟ୍‌ରେ କିଛି କାଳ ପାଇଁ ସେ କିରାଣୀ ଚାକିରି କରିଥିଲେ । ପରବର୍ତ୍ତୀ କାଳରେ ସେ ବାଲେଶ୍ୱର ମିଶନ ସ୍କୁଲରେ ୧୮୭୧ ଯାଏଁ ଶିକ୍ଷକତା କରିଥିଲେ ।