"ଫକୀର ମୋହନ ସେନାପତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
→‎କବିତା: There was wrong about a story.
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ

୫୨ କ ଧାଡ଼ି:
 
=== ପତ୍ରପତ୍ରିକା ଓ ସଙ୍ଗଠନ ===
୧୮୬୮ରେ ନିଜସ୍ୱ ପ୍ରଚେଷ୍ଟା ବଳରେ ସେ ବାଲେଶ୍ୱରରେ ’ଉତ୍କଳ ପ୍ରେସ’ ନାମରେ ଏକ ଛାପାଖାନା ପ୍ରତିଷ୍ଠା କଲେ, ଯାହା ହେଉଛି ଓଡ଼ିଶାର ଦ୍ୱିତୀୟ ଛାପାଖାନା । ଏହିଠାରୁ ସେ ଓଡ଼ିଆରେ ବିଭିନ୍ନ ପତ୍ରିକା ଓ ସମ୍ବାଦପତ୍ରମାନ ସମ୍ପାଦନା ଓ ପ୍ରକାଶନ କଲେ । ଏଥିମଧ୍ୟରୁ "ବୋଧଦାୟିନୀ", "ନବସମ୍ବାଦ" ଓ "ସମ୍ବାଦ ବାହିକା" ଆଦି ପ୍ରଧାନ । ପ୍ରଥମାବସ୍ଥାରେ ସେ ପ୍ରକାଶକ, ଲେଖକ, ସମ୍ପାଦକ, ମୁଦ୍ରଣକାରୀ, ବଣ୍ଟନ‌କାରୀ ଏବଂ ମାଲିକ ଥିଲେ । ପରବର୍ତ୍ତୀ ସମୟରେ ସେ [[ରାଧାନାଥ ରାୟ]] ଏବଂ [[ମଧୁସୂଦନ ରାଓ]]ଙ୍କୁ ନିଜର ସ‌ହକର୍ମୀ ଭାବରରେଭାବରେ ନେଇଥିଲେ ଏବଂ ସେମାନେ ବୋଧଦାୟିନୀ ପାଇଁ ଗଳ୍ପ ଲେଖୁଥିଲେ ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref>
 
ଓଡ଼ିଆ ଭାଷାର ଉନ୍ନତି ଓ ପ୍ରଚାର ନିମନ୍ତେ ସେ ୧୮୬୭ରେ "ଉତ୍କଳ ଭାଷା ଉନ୍ନତି ବିଧାନି ସଭା" ନାମକ ଏକ ସଙ୍ଗଠନ ଗଢ଼ିଥିଲେ । ’ଉତ୍କଳ ସାହିତ୍ୟ ସମାଜର’ ୧୯୧୨ ଓ ୧୯୧୭ର ବାର୍ଷିକ ସଭାରେ ସେ ସଭାପତି ଦାୟିତ୍ୱ ତୁଲାଇଥିଲେ । <ref name=ଫକୀରମୋହନ>{{cite web|title=FAKIR MOHAN SENAPATI|url=http://baleswar.nic.in/fakirmohon.htm|publisher=Balesore Offical Website|accessdate=20 July 2016}}</ref> ୧୯୧୫ ମସିହାରେ ଫକୀରମୋହନ '''ସତ୍ୟବାଦୀ ବିଦ୍ୟାଳୟ'''କୁ ପରିଭ୍ରମଣରେ ଯାଇଥିଲେ ଏବଂ ସେଠାରେ ଉତ୍କଳମଣି [[ଗୋପବନ୍ଧୁ ଦାସ|ଗୋପବନ୍ଧୁବାହାର ଦାସ]]ଙ୍କର କାର୍ଯ୍ୟ ଦେଖି ଅତ୍ୟନ୍ତ ଖୁସି ହୋଇଥିଲେ ।
 
== ଆଧାର ==
{{ଆଧାର}}