"ରକତେ ଲେଖିଚି ନାଁ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୨୮ କ ଧାଡ଼ି:
'''ରକତେ ଲେଖିଚି ନାଁ''', ୨୦୦୬ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ନିରଞ୍ଜନ ରଣା । ହିମାଂଶୁ ପରିଜା ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
 
ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସିଦ୍ଧାନ୍ତ ମହାପାତ୍ର ଓ ସୀମା ଚକ୍ରବର୍ତ୍ତୀ । ଅଭିନେତା ସୁନୀଲ କୁମାର ଏହି କଥାଚିତ୍ରଟିରେ ପ୍ରଥମ ଥର ପାଇଁ ଖଳନାୟକ ଭୂମିକାରେ ଅଭିନୟ କରିଥିଲେ । ମିହିର ଦାସ, ଆୟେଶା, ରାଇମୋହ‌ନ ପରିଡ଼ା, ସରୋଜ ଦାସ, ପିଣ୍ଟୁ ନନ୍ଦ, ସଲିଲ ମିତ୍ର, ଦେବୁ ବୋଷ, ଚୁଙ୍ଗା, ଜୀବନ ପଣ୍ଡା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ସ୍ୱରାଜ ବାରିକ ଶିଶୁ କଳାକାର ଭାବରେ ଏହି କଥାଚିତ୍ରରୁ ଅଭିନୟ ଆରମ୍ଭ କରିଥିଲେ ।
 
==ଅଭିନୟ==