"ଚଉଷଠି ଯୋଗିନୀ ମନ୍ଦିର, ହୀରାପୁର" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
Psubhashish (ଆଲୋଚନା | ଅବଦାନ) Fixed grammar ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ |
Psubhashish (ଆଲୋଚନା | ଅବଦାନ) କିମ୍ବଦନ୍ତୀ ପାଇଁ ଆଉ ଏକ ବିଭାଗ ଅଛି । ସେଠିକି ନିଆଗଲା । ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ |
||
୪୦ କ ଧାଡ଼ି:
ଜୈନ, ବୌଦ୍ଧ ଓ ହିନ୍ଦୁ ଧର୍ମ ପରେ ପଞ୍ଚୋପାସନା ପଦ୍ଧତି ପ୍ରସାର ଲାଭ କରିଥିଲା । ଏହି ପଞ୍ଚୋପାସନା ପଦ୍ଧତି ହେଲା ଶୈବ, ବୈଷ୍ଣବ, ଶାକ୍ତ, ସୌର ଓ ଗାଣପତ୍ୟ । ଶଙ୍କରାଚାର୍ଯ୍ୟଙ୍କ ସମୟରୁ ଶୈବ ଓ ବୈଷ୍ଣବ ଧର୍ମର ମତବାଦରୁ ବହୁଳ ଭାବରେ ଶାକ୍ତ ଉପାସନା ପଦ୍ଧତି ସୃଷ୍ଟି ହୋଇଥିଲା । ସେହି ଶୈବ ମତବାଦର ଏକ ମୁଖ୍ୟ ଶାଖା ରୂପେ ଶାକ୍ତ ଉପାସନା ପ୍ରଭାବିତ ହୋଇ କ୍ରମବିକାଶ ଲାଭ କରିଥିଲା । ଖ୍ରୀଷ୍ଟୀୟ ସପ୍ତମ ଓ ଅଷ୍ଟମ ଶତାବ୍ଦୀରେ ତନ୍ତ୍ର ଓ ଯୋଗମାର୍ଗକୁ ପାଥେୟ କରି ଶକ୍ତି ଉପାସନାର ମାତୃକା, ବିଦ୍ୟା ଓ ମହାବିଦ୍ୟାର ମିଶ୍ରଣରେ ଚତୁଃଷଷ୍ଠୀ ଯୋଗିନୀଙ୍କ ଆରମ୍ଭ ହୋଇଥିଲା । କାଳିକା ପୁରାଣକୁ ଆଲୋଚନା କଲେ ଜଣାଯାଏ ଭାରତରେ ସର୍ବପ୍ରଥମ ତନ୍ତ୍ରପୀଠ ରୂପେ ହୀରାପୁରର ଚଉଷଠି ଯୋଗିନୀ ପୀଠ ରହିଛି ।
== ନାମକରଣ ==
|