"ନାରୀ ଆଖିରେ ନିଆଁ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୨୭ କ ଧାଡ଼ି:
 
'''ନାରୀ ଆଖିରେ ନିଆଁ''', ୨୦୦୩ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ନମିତା ଦାସ ଏବଂ ସସ୍ମିତା ସାମଲ । ସଞ୍ଜୟ ନାୟକ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।
 
ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅନୁ ଚୌଧୁରୀ, ମାମା ମିଶ୍ର, ମେଘନା ମିଶ୍ର । ସିଦ୍ଧାନ୍ତ ମହାପାତ୍ର, ମିହିର ଦାସ, ଦେବୁ ବୋଷ, ବ୍ରଜ ସିଂହ, ମୀନକେତନ, ବବି ମିଶ୍ର, ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ଜୟୀରାମ ସାମଲ, କୁନା ତ୍ରିପାଠୀ, ଦୀପା ସାହୁ, ମିଠୀ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
 
==ଅଭିନୟ==