"ଟୋପାଏ ସିନ୍ଦୂର ଦି ଟୋପା ଲୁହ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୨୮ କ ଧାଡ଼ି:
'''ଟୋପାଏ ସିନ୍ଦୂର ଦି ଟୋପା ଲୁହ''', ୨୦୦୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ବିଜୟ କନ୍ଦୋଇ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହାଣୀ ରଚନା କରିଥିଲେ । ପ୍ରଦୀପ ନନ୍ଦ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ । ମହ‌ମଦ ସାଫି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ବସନ୍ତ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
 
ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସିଦ୍ଧାନ୍ତ ମହାପାତ୍ର, ଅନୁ ଚୌଧୁରୀ, ଅନୁଭବ ମହାନ୍ତି ଏବଂ ବର୍ଷା ପ୍ରିୟଦର୍ଶିନୀ । ମିହିର ଦାସ, ଅପରାଜିତା ମହାନ୍ତି, ସୁରେଶ ବଳ, ଦେବୁ ବୋଷ, ହରିହର ମହାପାତ୍ର, ଜୟୀରାମ ସାମଲ, ବ୍ରଜ ସିଂହ, ଜର୍ଜ ତିଆଡ଼ି ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ
 
==ଅଭିନୟ==