"ତଥ୍ୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
୧ କ ଧାଡ଼ି:
'''ତଥ୍ୟ''', ଗୁଣାତ୍ମକ ଓ ପରିଣାତ୍ମକ ପରିବର୍ତ୍ତନଶୀଳ ରାଶିମାନଙ୍କର ସଂଗ୍ରହକୁ ବୁଝାଇଥାଏ | ତଥ୍ୟ ଏବଂ [[ସୂଚନା ଡିଜାଇନ|ସୂଚନା]] ଅନେକ ସମୟରେ ପରସ୍ପର ଜାଗା ରେଜାଗାରେ ବ୍ୟବହୃତ ହୋଇଥାନ୍ତି | ତଥ୍ୟ, ସୂଚନା ଓ ଜ୍ଞାନ ହେଉଛି ପରସ୍ପର ସମ୍ୱନ୍ଧୀୟ ଅବଧାରଣା | ତଥ୍ୟ ସାଧାରଣତଃ ଯେ କୌଣସି କ୍ଷେତ୍ରରେ ଗବେଷଣା ପାଇଁ ଉପଯୋଗ ହୋଇଥାଏ | ଏହା ବିଭିନ୍ନ ବୈଜ୍ଞାନିକ ସଂସ୍ଥାନ, ଅନୁଷ୍ଠାନ ଓ ବାଣିଜ୍ୟ କ୍ଷେତ୍ର (ବିକ୍ରି ତଥ୍ୟ, ରାଜସ୍ବ ତଥ୍ୟ ଓ ବିକ୍ରୟ ପାଇଁ ଗଚ୍ଛିତ ଦ୍ରବ୍ୟ ରଦ୍ରବ୍ୟର ମୂଲ୍ୟ ) ଇତ୍ୟାଦିରୁ ସଂଗ୍ରହ କରାଯାଇଥାଏ |
 
== ଆଧାର ==
"https://or.wikipedia.org/wiki/ତଥ୍ୟ"ରୁ ଅଣାଯାଇଅଛି