"ଇମ୍ରାନ ଖାଁ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୧୯ କ ଧାଡ଼ି:
 
'''ଇମ୍ରାନ ଖାଁ''' ({{IPA-hns|ɪmraːn ˈxaːn|pron}}; ଜନ୍ମନାମ: '''ଇମ୍ରାନ ପାଲ୍''' ୧୩ ଜାନୁଆରୀ ୧୯୮୩) ଜଣେ ଆମେରିକୀୟ ଚଳଚ୍ଚିତ୍ର ଅଭିନେତା, ଯିଏକି ମୁଖତଃ ହିନ୍ଦୀ କଥାଚିତ୍ରରେ ଅଭିନୟ କରନ୍ତି । ସେ ଭାରତୀୟ ବଂଶଧର ଭାବରେ ଆମେରିକାର ଅଧିବାସୀ ।<ref name="decc_Whyc">{{Cite web | title = Why can't Alia Bhatt and Imran Khan vote? | work = Deccan Chronicle | date = 3 April 2014 | accessdate = 26 June 2016 | url = http://www.deccanchronicle.com/140403/entertainment-bollywood/article/why-can’t-alia-bhatt-and-imran-khan-vote}}</ref> ସେ ହିନ୍ଦୀ କଥାଚିତ୍ର ଅଭିନେତା ଅମିର ଖାଁ ଓ ନିର୍ଦ୍ଦେଶକ ତ‌ଥା ପ୍ରଯୋଜକ ମନ୍‌ସୁର୍ ଖାଁଙ୍କର ଭଣଜା । ଇମ୍ରାନଙ୍କର ଅଜା ନସିର ହୁସେନ ମଧ୍ୟ ଜଣେ ନିର୍ଦ୍ଦେଶକ ଓ ପ୍ରଯୋଜକ । ଇମ୍ରାନ ଶିଶୁ କଳାକାର ଭାବରେ ୧୯୮୮ ମସିହାରେ ଏବଂ ୧୯୯୨ ମସିହାରେ ଦୁଇଟି କଥାଚିତ୍ରରେ ଅଭିନୟ କରିଥିଲେ । ୧୯୮୮ ମସିହାରେ ଇମ୍ରାନ ଅମିର ଖାଁଙ୍କ ନାୟକ ଭାବରେ ପ୍ରଥମ ଚଳଚ୍ଚିତ୍ର କୋୟାମତ୍‌ ସେ କୋୟାମତ୍ ତକ୍‌ ଏବଂ ୧୯୯୨ରେ ଅମିର ଖାଁଙ୍କ ଅନ୍ୟ ଏକ ଚଳଚ୍ଚିତ୍ର ଯୋ ଜିତା ଓହି ସିକନ୍ଦର ଚଳଚ୍ଚିତ୍ରରେ ଶିଶୁ କଳାକାର ଭାବରେ ଅଭିନୟ କରିଥିଲେ ।
 
ଇମ୍ରାନ ନାୟକ ଭାବରେ ତାଙ୍କର ଅଭିନୟ ଆରମ୍ଭ କଲେ ୨୦୦୮ ମସିହାରେ । ସେ ହିନ୍ଦୀ କଥାଚିତ୍ର ଯାନେ ତୁ... ୟା ଯାନେନା ଜରିଆରେ ହିନ୍ଦୀ କଥାଚିତ୍ର ଜଗତରେ ନାୟକ ଭାବରେ ଅଭିନୟ ଆରମ୍ଭ କରିଥିଲେ । ଏହି କଥାଚିତ୍ରଟି ସମୀକ୍ଷକମାନେ ପସନ୍ଦ କରିଥିଲେ ଏବଂ ବ୍ୟବସାୟରେ ମଧ୍ୟ ସଫଳ ହୋଇଥିଲା । ଏହି କଥାଚିତ୍ର ପାଇଁ ଇମ୍ରାନଙ୍କୁ ଫିଲ୍ମ‌ଫେୟାରରେ ଶ୍ରେଷ୍ଠ ନବାଗତ ପୁରସ୍କାର ମଧ୍ୟ ମିଳିଥିଲା । ଏହାପରେ ଇମ୍ରାନଙ୍କର ଦୁଇଟି ଚଳଚ୍ଚିତ୍ର ଭଲ ବ୍ୟବସାୟ କରିପାରିନଥିଲା ଏବଂ ଗଣମାଧ୍ୟମରେ ତାଙ୍କୁ ଅନେକ ସମାଲୋଚନା କରାଯାଇଥିଲା । ଏମିତିକି ସେ ଗୋଟିଏ ଫିଲ୍ମର ଯୋଗ୍ୟ ବୋଲି ମଧ୍ୟ କଟାକ୍ଷ କରାଯାଇଥିଲା । ଏହାପରେ ସେ ୨୦୧୦ରେ ଆଇ ହେଟ୍ ଲଭ୍ ଷ୍ଟୋରୀସ୍, ୨୦୧୧ରେ ଦେଲ୍ଲୀ ବେଲ୍ଲୀ ଓ ମେରେ ବ୍ରଦର୍ କି ଦୁଲ୍‌ହନ୍ ଆଦି ସଫଳ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ମେରେ ବ୍ରଦର୍ କି ଦୁଲ୍‌ହନ୍‌ ଇମ୍ରାନଙ୍କର ଶେଷ ସଫଳ ଚଳଚ୍ଚିତ୍ର ଥିଲା । ଏହାପରେ ସେ ଅନେକ ବ୍ୟବସାୟିକ ବିଫଳ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ।
 
 
==ଆଧାର==