"ଭାଷା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୨୬ କ ଧାଡ଼ି:
== ଭାଷା ବିଜ୍ଞାନ ==
{{main|ଭାଷା ବିଜ୍ଞାନ|ଭାଷା ବିଜ୍ଞାନର ଇତିହାସ}}
 
ଐତିହାସିକ, ତୁଳନାତ୍ମକ, ବର୍ଣ୍ଣନାତ୍ମକ, ବ୍ୟାବହାରିକ, ବ୍ୟାକରଣଗତ କିମ୍ବା ଅର୍ଥଗତ ଭାଷା ସମ୍ବନ୍ଧୀୟ ଯେକୌଣସି ଆଲୋଚନାକୁ ଆମେ ଭାଷାତତ୍ତ୍ୱର ଅନ୍ତର୍ଗତ ବୋଲି ଧରିନେଉ । ଭାଷା ଆଲୋଚନା କ୍ଷେତ୍ରରେ ଇଂରାଜୀ ଭାଷାରେ ଫିଲଲଜି ଓ ଲିଙ୍ଗୁଇଷ୍ଟିକସ୍ ବୋଲି ଦୁଇଟି ଶବ୍ଦ ପ୍ରଚଳିତ । ପୂର୍ବରୁ ସେମାନଙ୍କ ଦ୍ୱାରା ସୂଚିତ ଅର୍ଥରେ ବିଶେଷ ବ୍ୟବଧାନ ଥିବା ପରି ମନେହେଉନଥିଲା । ଅନ୍ତତଃ ଭାରତବର୍ଷରେ ଆମ୍ଭେମାନେ ଦୁଇଟିଯାକ ଶବ୍ଦକୁ ଏକପ୍ରକାର ଅର୍ଥରେ ବ୍ୟବହାର କରୁଥିଲୁ । ଏବେ କିନ୍ତୁ ସେମାନଙ୍କୁ ଦୁଇଟି ସ୍ୱତନ୍ତ୍ର ଅର୍ଥରେ ବ୍ୟବହାର କରାଯାଉଛି । ସେଥିପାଇଁ ଓଡ଼ିଆ ଭାଷାରେ "ଫିଲଲଜି" ପାଇଁ "ଭାଷାଜ୍ଞାନ" ଓ "ଲିଙ୍ଗୁଇଷ୍ଟିକସ୍" ପାଇଁ "ଭାଷାବିଜ୍ଞାନ" ଶବ୍ଦ ରଖିବା ଆବଶ୍ୟକ ହୋଇଛି ।
 
== ଗଠନ ==
=== ଧ୍ୱନି ଓ ସଂକେତ ===
"https://or.wikipedia.org/wiki/ଭାଷା"ରୁ ଅଣାଯାଇଅଛି