"ଲଗାନ (୨୦୦୧ର ହିନ୍ଦୀ କଥାଚିତ୍ର)" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
Hpsatapathy (ଆଲୋଚନା | ଅବଦାନ) No edit summary |
Hpsatapathy (ଆଲୋଚନା | ଅବଦାନ) No edit summary |
||
୨୭ କ ଧାଡ଼ି:
| gross =
}}
'''ଲଗାନ''' ହେଉଛି ୨୦୦୧ ମସିହାରେ ମୁକ୍ତିଲାଭ କରିଥିବା ଏକ କ୍ରୀଡା (କ୍ରିକେଟ) ପ୍ରସଙ୍ଗ ଯୁକ୍ତ ନାଟକୀୟ ହିନ୍ଦୀ ଚଳଚ୍ଚିତ୍ର ।
=== କାହାଣୀ ===
ଭାରତରେ ବ୍ରିଟିଶ ରାଜ ସମୟର ଏ କାହାଣୀ । ଗୁଜରାଟର ଚମ୍ପାନେର ଅଞ୍ଚଳରେ ତତ୍କାଳୀନ ବ୍ରିଟିଶ ଅଫିସର କ୍ୟାପଟେନ ଆଣ୍ଡୃ ରସେଲ ଚାଷୀଙ୍କ ଉପରେ ଅଧିକ ଲଗାଣ (କର) ଲଗାଇଲେ । ଲଗାତାର ଅନାବୃଷ୍ଟି ତଥା ଦାରିଦ୍ର୍ୟ ଯୋଗୁଁ ଗରୀବ ଚାଷୀ ଏହି ଲଗାଣ ଦେବାରେ ଅସମର୍ଥ ଥିଲେ । ଗାଁ ଲୋକେ ଭୁବନର ନେତୃତ୍ଵରେ ରାଜା ପୂରନ ସିଂଙ୍କୁ ଏହି ଅସୁବିଧା ଜଣାଇବାକୁ ଗଲେ । ସେହି ସମୟରେ କ୍ୟାପଟେନ ରାସେଲ ତାଙ୍କ ଇଁରେଜ ସହଯୋଗୀଙ୍କ ସହ କ୍ରିକେଟ ଖେଳରେ ବ୍ୟସ୍ତ ଥାଆନ୍ତି । ରାଜାଙ୍କ ମାଧ୍ୟମରେ ଏହି ଗୁହାରୀ କଲାବେଳେ ଭୁବନର କ୍ୟାପଟେନ ରସେଲ ସହ ଯୁକ୍ତିତର୍କ ହୁଏ । କ୍ୟାପଟେନ ରାସେଲ ଲଗାଣ (କର) କମାଇବା ପାଇଁ ମନା କରିଦିଅନ୍ତି । ହେଲେ, କଥା ପ୍ରସଙ୍ଗରେ ସେ କହନ୍ତି ଯେ ଚମ୍ପାନେର ବାସୀ ଯଦି କ୍ରୀକେଟ ଖେଳରେ ତାଙ୍କ ଇଁରେଜ ଦଳକୁ ହରାଇଦେବେ ତେବେ ସେ ଲଗାଇଥିବା ଲଗାଣ ସମ୍ପୂର୍ଣ୍ଣ ଛାଡ କରିଦେବେ । କର ଛାଡ କଥା ଶୁଣି ଭୁବନ ଏହାକୁ ଏକ ବାଜି ଭାବେ ଗ୍ରହଣ କରିନିଏ ।
|