"ଲଗାନ (୨୦୦୧ର ହିନ୍ଦୀ କଥାଚିତ୍ର)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୨୭ କ ଧାଡ଼ି:
| gross =
}}
'''ଲଗାନ''' ହେଉଛି ୨୦୦୧ ମସିହାରେ ମୁକ୍ତିଲାଭ କରିଥିବା ଏକ କ୍ରୀଡା (କ୍ରିକେଟ) ପ୍ରସଙ୍ଗ ଯୁକ୍ତ ନାଟକୀୟ ହିନ୍ଦୀ ଚଳଚ୍ଚିତ୍ର । ଚଳଚ୍ଚିତ୍ରର ନିର୍ଦ୍ଦେଶକ ହେଉଛନ୍ତି [[ଆଶୁତୋଷ ଗୋୱାରିକର]] । ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି [[ଅମିର ଖାଁ]] ଓ [[ଗ୍ରେସି ସିଂ]] । ଜୁନ ୧୫, ୨୦୦୧ରେ ମୁକ୍ତିଲାଭ କରିଥିବା ଏହି ଚଳଚ୍ଚିତ୍ରଟି ଭାରତ ତଥା ବିଦେଶରେ ଅଦ୍ଭୁତପୂର୍ବ ବ୍ୟାବସାୟିକ ସଫଳତା ଲାଭ କରିଥିଲା <ref name="toi">{{cite web|title=Lagaan a big hit in France|url=https://web.archive.org/web/20090112071932/http://timesofindia.indiatimes.com/articleshow/19340781.cms|accessdate=29 May 2018}}</ref>। ଚଳଚିତ୍ରର ସଂଗୀତ ପରିଚାଳନା କରିଥିଲେ ଏ ଆର୍ ରେହେମାନ । ଚଳଚିତ୍ରଟି ୮ଟି ଶ୍ରେଣିରେ ଫିଲ୍ମଫେୟାର ଆୱାର୍ଡ ଲାଭ କରିଥିଲା ।
 
ଚଳଚିତ୍ରର ପ୍ରମୁଖ ଅଂଶ ଗୁଜରାଟର ପ୍ରାଚୀନ ଗ୍ରାମ ଭୁଜ ନିକଟରେ ଶୁଟିଂ କରାଯାଇଥିଲା । ଅକାଦମୀ ଆୱାର୍ଡ ପାଇଁ ମନୋନୀତ ହେବାରେ ଏହା ଥିଲା ମଦର ଇଣ୍ଡିଆ ପରେ ତୃତୀୟ ଚଳଚିତ୍ର ।