"ଆୟେଶା ଜୁଲ୍କା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୧୬ କ ଧାଡ଼ି:
 
ଆୟେଶା ୧୯୮୩ ମସିହାରେ, ମାତ୍ର ୧୧ ବର୍ଷ ବୟସରେ ହିନ୍ଦୀ କଥାଚିତ୍ର କୈସେ କୈସେ ଲୋଗ୍‌ ଜରିଆରେ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ । ସେତେବେଳେ ସେ ଜଣେ ଶିଶୁ କଳାକାର ଭାବରେ ଏହି କଥାଚିତ୍ରରେ ଅଭିନୟ କରିଥିଲେ । ଏହାର ୭ ବର୍ଷ ପରେ ୧୯୯୦ରେ ଆୟେଶାଙ୍କୁ ନାୟିକା ଭାବରେ ପ୍ରଥମ ଚଳଚ୍ଚିତ୍ର ମିଳିଥିଲା ତେଲୁଗୁ କଥାଚିତ୍ର ଜଗତରୁ । ଅକ୍କିନେନି ନାଗାର୍ଜୁନଙ୍କ ସ‌ହ ତାଙ୍କର ଏହି ପ୍ରଥମ ଚଳଚ୍ଚିତ୍ର ଥିଲା ନେତି ସିଦ୍ଧାର୍ଥ । ଏହାପର ବର୍ଷ ୧୯୯୧ ମସିହାରେ ଆୟେଶାଙ୍କୁ ହିନ୍ଦୀ କଥାଚିତ୍ର କୁର୍‌ବାନ୍‌ରେ ଅଭିନେତା ସଲମାନ ଖାଁଙ୍କ ସ‌ହ ନାୟିକା ଭୂମିକରେ ସୁଯୋଗ ଦେଇଥିଲେ ଦୀପକ ବାହାରେ ।
 
ଏହାପରେ ସେ ୧୯୯୧ ମସିହାରେ କୁର୍‌ବାନ୍, ମିଟ୍ ମେରେ ମନ୍‌ କେ, ହାଏ ମେରି ଜାନ୍ ଆଦି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ୧୯୯୨ ମସିହାରେ ଆୟେଶାଙ୍କୁ ଅଧିକ ଲୋକପ୍ରିୟତା ମିଳିଥିଲା ଅଭିନେତା ଅକ୍ଷୟ କୁମାରଙ୍କର ଚଳଚ୍ଚିତ୍ର ଖିଲାଡ଼ିରେ ଏବଂ ଅମିର ଖାଁଙ୍କ ସ‌ହ ଯୋ ଜିତା ୱହି ସିକନ୍ଦର ଚଳଚ୍ଚିତ୍ରରେ । ୧୯୯୨ରେ ସେ ମସୁକ୍, ଅନମ୍, କୋହରାମ୍ ଆଦି ଆହୁରି ତିନୋଟି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ।
 
[[ଶ୍ରେଣୀ:୧୯୭୨ ଜନ୍ମ]]