"ଆୟେଶା ଜୁଲ୍କା" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
No edit summary |
No edit summary |
||
୧୩ କ ଧାଡ଼ି:
}}
'''ଆୟେଶା ଝୁଲ୍କା''' (ଜନ୍ମସ୍ଥାନ: ଶ୍ରୀନଗର; ଜନ୍ମ: ୨୮ ଜୁଲାଇ ୧୯୭୨), ଜଣେ ପ୍ରାକ୍ତନ
ଆୟେଶା ୧୯୮୩ ମସିହାରେ, ମାତ୍ର ୧୧ ବର୍ଷ ବୟସରେ ହିନ୍ଦୀ କଥାଚିତ୍ର କୈସେ କୈସେ ଲୋଗ୍ ଜରିଆରେ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ । ସେତେବେଳେ ସେ ଜଣେ ଶିଶୁ କଳାକାର ଭାବରେ ଏହି କଥାଚିତ୍ରରେ ଅଭିନୟ କରିଥିଲେ । ଏହାର ୭ ବର୍ଷ ପରେ ୧୯୯୦ରେ ଆୟେଶାଙ୍କୁ ନାୟିକା ଭାବରେ ପ୍ରଥମ ଚଳଚ୍ଚିତ୍ର ମିଳିଥିଲା ତେଲୁଗୁ କଥାଚିତ୍ର ଜଗତରୁ । ଅକ୍କିନେନି ନାଗାର୍ଜୁନଙ୍କ ସହ ତାଙ୍କର ଏହି ପ୍ରଥମ ଚଳଚ୍ଚିତ୍ର ଥିଲା ନେତି ସିଦ୍ଧାର୍ଥ । ଏହାପର ବର୍ଷ ୧୯୯୧ ମସିହାରେ ଆୟେଶାଙ୍କୁ ହିନ୍ଦୀ କଥାଚିତ୍ର କୁର୍ବାନ୍ରେ ଅଭିନେତା ସଲମାନ ଖାଁଙ୍କ ସହ ନାୟିକା ଭୂମିକରେ ସୁଯୋଗ ଦେଇଥିଲେ ଦୀପକ ବାହାରେ ।
|