"ବାପା (ଓଡ଼ିଆ କଥାଚିତ୍ର)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
"{{Infobox film | name = | image = | image size = | alt = | caption = | direc..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
 
No edit summary
୧ କ ଧାଡ଼ି:
{{Infobox film
| name = ବାପା
| image =
| image size =
୨୫ କ ଧାଡ଼ି:
| gross =
}}
 
'''ବାପା''', ୧୯୯୭ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ବିଜୟ ଖେମକା ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ । ପ୍ରଶାନ୍ତ ନନ୍ଦ ଏହି କଥାଚିତ୍ରଟିର କାହାଣୀ, ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତି ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ମଧୁ ଅମ୍ବାତ ଏହି କଥାଚିତ୍ରଟିର ଚିତ୍ରୋତ୍ତଳନ କରିଥିଲେ ଏବଂ ଅଶୋକ ଶର୍ମା ଏହି କଥାଚିତ୍ରଟିର ସମ୍ପାଦନା କରିଥିଲେ ।
 
==ଅଭିନୟ==