"ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
ଛାଞ୍ଚ ତିଆରି ହେଲା ଏବଂ କିଛି ତଥ୍ୟ ଯୋଗ ହେଲା
୫ କ ଧାଡ଼ି:
| publisher=MIT Artificial Intelligence Laboratory, Humanoid Robotics Group}}</ref>]]
କୃତ୍ରିମ ବୁଦ୍ଧିମତ୍ତା ବା ({{lang-en|Artificial intelligence}}; ଆର୍ଟିଫିସିଆଲ ଇନ୍ଟେଲିଜେନ୍ସ; ଏ.ଆଇ.) କହିଲେ ମନୁଷ୍ୟକୃତ ଯନ୍ତ୍ରାଂଶ ଯେପରିକି ରୋବଟ, [[କମ୍ପ୍ୟୁଟର]] ଇତ୍ୟାଦିମାନଙ୍କ ମଧ୍ୟରେ ଥିବା କୂତ୍ରିମ ବୁଦ୍ଧିମତ୍ତାକୁ ବୁଝାଏ । ବିଭିନ୍ନ ପ୍ରୋଗ୍ରାମ, ଆଲୋଗୋରିଦମ ଓ ଶିକ୍ଷାଦ୍ୱାରା କୂତ୍ରିମ ବୁଦ୍ଧିମତ୍ତା ସୃଷ୍ଟି କରାଯାଇଥାଏ ।
 
ଯେକୌଣସି ଯନ୍ତ୍ର ଯାହା ତାର ଆଖପାଖର ପରିବେଶକୁ ବୁଝିପାରି ନିଜର କ୍ରିୟାଦ୍ୱାରା ଲକ୍ଷ୍ୟସ୍ଥଳୀରେ ପହଞ୍ଚିବାର ସମ୍ଭାବନାକୁ ବଢ଼ାଇପାରେ ତାହାକୁ କୁତ୍ରିମ ବୁଦ୍ଧିମତା କୁହାଯାଏ । ଅନ୍ୟଏକ ଅର୍ଥରେ, ଏହା ଏକ ଯନ୍ତ୍ର ଯାହା ମନୁଷ୍ୟର ମସ୍ତିଷ୍କ ଭଳି ଚିନ୍ତା କରି ନୂଆ ଜିନିଷ ଶିଖେ ଏବଂ ସମସ୍ୟାର ସମାଧାନ କରିପାରେ।
 
== ସମସ୍ୟା ==
କୁତ୍ରିମ ବୁଦ୍ଧିମତାର ମୁଖ୍ୟତଃ ଲକ୍ଷ ହେଲା ଏଭଳି ଏକ ପ୍ରଦ୍ୟୋଗିକ କୌଶଳ, ଯାହାଦ୍ୱାରା କମ୍ପ୍ୟୁଟର ଓ ଯନ୍ତ୍ରଗୁଡ଼ିକ ବୁଦ୍ଧିମତାର ସହ କାମ କରିବେ । ସାଧାରଣ ସମସ୍ୟାଗୁଡ଼ିକ ଛୋଟ ଛୋଟ ସମସ୍ୟାରେ ବଣ୍ଟାଯାଇ ଏଠାରେ ଦେଖାଯାଇଛି । ନିମ୍ନ ଲିଖିତ ସମସ୍ୟା ଗୁଡ଼ିକ ସବୁଠାରୁ ଅଧିକ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥାଏ ।
 
=== ତର୍କ ବା ବିଚାର ସହାୟତାରେ ସମସ୍ୟା ସମାଧାନ ===
ପ୍ରାରମ୍ଭରେ ଗବେଷଣକାରୀମାନେ ଏକ କଳନା ଶୈଳୀ ବାହାର କରିଥିଲେ ଯାହାଦ୍ୱାରା ମନୁଷ୍ୟର ମନର ପ୍ରତ୍ୟେକ ବିଚାରକୁ ନକଲ କରି ସମସ୍ୟାର ସମାଧାନ ହୋଇପାରୁଥିଲା । ୮୦ ଏବଂ ୯୦ ଦଶକ ବେଳକୁ ଏଆଇ ଗବେଷଣାକରି ଏଭଳି ପ୍ରକ୍ରିୟା ବାହାର ହେଲା ଯାହାଦ୍ୱାରା ଯନ୍ତ୍ର ଆଗରୁ ଦେଖିନଥିବା ବା ଜାଣିନଥିବା ଅନିର୍ଦ୍ଧିଷ୍ଟ ପରିସ୍ଥିତିରେ ପଡି ମଧ୍ୟ ଲକ୍ଷ ହାସଲ କରିପାରିଲା। ଅର୍ଥଶାସ୍ତ୍ର ଏବଂ ସମ୍ଭାବନା ସହାୟତାରେ ଏହା ସମ୍ଭବ ହୋଇପାରିଥିଲା।
 
== ଲକ୍ଷ ==
 
== ଉପକରଣ ==
 
== ପ୍ରୟୋଗ ==
 
== ଦର୍ଶନ ଏବଂ ବିଚାର ==
 
== ଏହି ଆଧାରଗୁଡ଼ିକୁ ମଧ୍ୟ ଦେଖନ୍ତୁ ==
 
==ଆଧାର==