"ପରିମେୟ ସଂଖ୍ୟା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୫ କ ଧାଡ଼ି:
ପରିମେୟ ସଂଖ୍ୟା ଗୁଡିକର କିଛି ଗାଣିତିକ ଧର୍ମ ହେଉଛି:<ref name="mooc">{{cite web|title=ସଂଖ୍ୟା ଏବଂ ସଂଖ୍ୟାରେ ସଂକ୍ରିୟା|url=http://mooc.nios.ac.in/mooc/pluginfile.php?file=/13875/course/summary/504%20Unit%20-%205%20A%20FINAL.pdf|publisher=National Institute of Open Schooling|accessdate=12 June 2018}}</ref>
* ସମସ୍ତ ପରିମେୟ ସଂଖ୍ୟାକୁ ସସୀମ ଦଶମିକ ସଂଖ୍ୟା ତଥା ପୌନଃପୁନିକ ଦଶମିକ ସଂଖ୍ୟାରେ ପ୍ରକାଶ କରାଯାଇପାରିବ ।
* ଯେଉଁ ବାସ୍ତବ ସଂଖ୍ୟାସବୁ ପରିମେୟ ନୁହନ୍ତି ସେ ସବୁ [[ଅପରିମେୟ ସଂଖ୍ୟା]] ଅଟନ୍ତି , ଯଥା;୨ର ବର୍ଗମୂଳ (√୨), ପାଇ [[Pi|{{pi}}]] ..... ଇତ୍ୟାଦି ।
* ଏକ ଅପରିମେୟ ସଂଖ୍ୟାକୁ ଦଶମିକରେ ପ୍ରକାଶ କରିବାକୁ ଗଲେ ତାହା ଏକ ଅସୀମ ଦଶମିକ ସଂଖ୍ୟା ରୁପେ ପ୍ରକାଶିତ ହୁଏ ।
* ବାସ୍ତବ ସଂଖ୍ୟାର ସେଟ ଅସୀମ, କିନ୍ତୁ ପରିମେୟ ସଂଖ୍ୟାର ସେଟ ସସୀମ ଅଟେ । ଅତଏବ ଗାଣିତିକ ପଦ୍ଧତିରେ ଅପରିମେୟ ସଂଖ୍ୟାସବୁ ହେଉଛି [[ବାସ୍ତବ ସଂଖ୍ୟା]] ସେଟର ଏକ ଉପସେଟ ।