"ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେ →‎ଲକ୍ଷ୍ୟ: ନୂତନ ତଥ୍ୟ ଯୋଗ କରାହେଲା
୨୯ କ ଧାଡ଼ି:
* [[ଯାନ୍ତ୍ରିକ ଅନୁବାଦିକରଣ]] ({{lang-en|machine translation}}; ମେସିନ ଟ୍ରାନ୍ସଲେସନ)
 
== ଲକ୍ଷଲକ୍ଷ୍ୟ ==
ଏଆଇ ର ସେଭଳି କିଛି ନିର୍ଦ୍ଧିଷ୍ଟ ଲକ୍ଷ୍ୟ ନିର୍ଦ୍ଧାରଣ କରାଯାଇନାହିଁ । ମାତ୍ର ଆମେ ମୂଳ ଭାବେ ଏହାକୁ ନିମ୍ନଲିଖିତ ବିଷୟରେ ବିଭାଜିତ କରିପାରିବା ।
 
=== ମାନବର ମସ୍ତିଷ୍କ ଅନୁକରଣ କରିବା ===
ଆମ ଜ୍ଞାତରେ ଯେତେବି ପ୍ରାଣୀ ଅଛନ୍ତି, ମନୁଷ୍ୟର ଚିନ୍ତନ ଶକ୍ତି ସବୁଠାରୁ ବିକଶିତ ଅଟେ । କୁତ୍ରିମ ବୁଦ୍ଧିମତ୍ତା ଦ୍ୱାରା ଯନ୍ତ୍ରଗୁଡ଼ିକ କିପରି ମନୁଷ୍ୟ ଭଳି କିମ୍ବା ମନୁଷ୍ୟଠୁ ମଧ୍ୟ ଭଲ ଭାବରେ ଚିନ୍ତା କରି ନିର୍ଣ୍ଣୟ ନେଇପାରିବେ ଏହା ହେଉଛି ଏକ ଲକ୍ଷ୍ୟ ।
 
ଏହି କ୍ଷେତ୍ରରେ ବର୍ତ୍ତମାନ ସବୁଠାରୁ ଉପରେ [[ଗୁଗଲ]]<nowiki/>ର ଡିପ୍ ମାଇଣ୍ଡ ଅଛି। ସେମାନେ ଗୁଗଲ ଡ୍ୟୁପ୍ଲେକ୍ସ<ref>https://ai.googleblog.com/2018/05/duplex-ai-system-for-natural-conversation.html</ref> ନାମକ ଏକ ଯୋଜନା ଦ୍ୱାରା କୁତ୍ରିମ ବୁଦ୍ଧିମତ୍ତା ଉପଯୋଗ କରି, ଯନ୍ତ୍ରଦ୍ୱାରା ଭୋଜନାଳୟର ଜାଗା ସଂରକ୍ଷଣ କରିବାଠୁ ଆରମ୍ଭ କରି ବାଳ କାଟିବା ସମୟ ମଧ୍ୟ ଆଗୁଆ ସଂରକ୍ଷଣ କରାଯାଇପାରିହେଲାଣି।
 
== ଉପକରଣ ==